କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର

କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ। ଆସନ୍ତ ୩୧ ତାରିଖ ପର୍ଯ୍ୟନ୍ତ ଆଉ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ। ଅତି ଗୁରୁତ୍ୱପୂର୍ଣ୍ଣ ମାମଲା ବିଚାରବିଭାଗୀୟ ଡେପୁଟି ରେଜିଷ୍ଟ୍ରାରଙ୍କୁ ଦିଆଯିବ। ହ୍ବାଟ୍ସଆପ୍‌ ଓ ଭିଡିଓ କଲ ଜରିଆରେ ଏହି ମାମଲା ଡେପୁଟି ରେଜିଷ୍ଟ୍ରାରଙ୍କୁ ଜଣାଯିବ। ଆବଶ୍ୟକ ଅନୁସାରେ ରୋଟିନ ଭିତ୍ତିରେ ଷ୍ଟାଫ୍‌ ନିୟୋଜିତ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସୋମବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ନିର୍ଦ୍ଦେଶନାମା ଲାଗୁ ହେବ ବୋଲି ରେଜିଷ୍ଟ୍ରାରଙ୍କ ପକ୍ଷରୁ କୁହାଯାଇଛି। ଜଣେ ଡାକ୍ତର ସର୍ବଦା କୋର୍ଟରେ ନିୟୋଜିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ, ଯୁକ୍ତ ୨ ନୂତନ ଛାତ୍ରୀଙ୍କୁ ସ୍ବାଗତ

ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri