କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତିରେ ବୈଜ୍ଞାନିକଙ୍କୁ ମିଳିଲା ସଫଳତା

ଓ୍ବାଶିଂଟନ,୨୦।୨: କରୋନା ସଂକ୍ରମଣ ଯୋଗୁ ଚାଇନାରେ ଇତିମଧ୍ୟରେ ୨୧୨୮ ଜଣଙ୍କ ମୃତ୍ୟୁ ଘଟିଛି। ପୃଥିବୀର ୨୮ରୁ ଅଧିକ ଦେଶରେ କରୋନା ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ତେବେ ଆମେରିକା ବୈଜ୍ଞାନିକୁଙ୍କୁ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତିରେ ବଡ଼ ସଫଳତା ମିଳିଛି। ଚାଇନା ବୈଜ୍ଞାନିକଙ୍କ ମିଳିତ ସହଯୋଗରେ ସେମାନେ କରୋନା ଭୂତାଣୁର ଥ୍ରୀ-ଡି ଆଟମିକ୍‌ ସ୍କେଲ ମ୍ୟାପ୍‌ ତିଆରି କରିଛନ୍ତି। ଆମେରିକା ଟେକ୍ସାସ୍‌ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକ ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ର ଗବେଷକଙ୍କୁ ଏହି ସଫଳତା ମିଳିଛି। ଏହି ମ୍ୟାପ୍‌ ସହାୟତାରେ ସ୍ପାଇକ୍‌ ପ୍ରୋଟିନ୍‌ ଦ୍ୱାରା କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ସମ୍ଭବ ହୋଇପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri