କରୋନା ପ୍ରତିହତ ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି

ଛତ୍ରପୁର,୭ା୪(ଡିଏନଏ )-ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ପୋଲିସ ବାରାକ, ରିଜର୍ଭ ଅଫିସ ପରିଦର୍ଶନ କରିଛନ୍ତି। କରୋନା ପ୍ରତିହତ ପାଇଁ କି ପଦକ୍ଷେପ ନିଆଯାଇଛି ତାହା ଅନୁଧ୍ୟାନ କରିଥିଲେ। ପରିମଳ ବ୍ୟବସ୍ଥା ସୁଦୃଢ କରିବା, ହାତ ଧୋଇବା, ସାନିଟାଇଜର ରଖିବା, ପୋଲିସ କର୍ମଚାରୀ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବା ନେଇ ସଚେତନ କରିବାକୁ ଡିଆଇଜି ନିର୍ଦ୍ଦେଶ ଦେଇଛନ୍ତି। ଡିଆଇଜିଙ୍କ ଗସ୍ତ ବେଳେ ଗଞ୍ଜାମ ଏସପି ବ୍ରିଜେଶ କୁମାର ରୟ, ଅତିରିକ୍ତ ଏସପି ଠାକୁର ପ୍ରସାଦ ପାତ୍ର, ଡିଏସପି ଉତ୍କଳ କେଶରୀ ଦାଶ ଓ ଅଜୟ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri