କରୋନା ପ୍ରଭାବ: ସବୁ ପରୀକ୍ଷା ବାତିଲ

ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସବୁ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ମଧ୍ୟ ସ୍ଥଗିତ ରହିଛି। ରାଜ୍ୟ ସରକାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା, ବିପିୟୁଟି ଓ ଭିସୁଟ୍‌ ପରିଚାଳିତ ସମସ୍ତ ସେମିଷ୍ଟର ଓ ଫାଇନାଲ ପରୀକ୍ଷାକୁ ଆସନ୍ତା ସୋମବାରଠାରୁ ସ୍ଥଗିତ ରଖାଯାଇଛି। ଏ ନେଇ ଗୁରୁବାର ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ କହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟର ପ୍ରାୟ ସାଢ଼େ ୩ ଲକ୍ଷ ଛାତ୍ରୀଛାତ୍ର ଯୁକ୍ତ ୨ ପରୀକ୍ଷା ଦେଉଛନ୍ତି। ଏହି ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ଚାଲିବାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri