Posted inଜାତୀୟ

କରୋନା ପ୍ରଭାବ: ହସ୍ପିଟାଲରୁ ୩୫ ହଜାର ଟଙ୍କାର ମାସ୍କ ଚୋରି କଲେ ଫାର୍ମାସିଷ୍ଟ

ପୁଣେ, ୯।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ସରକାର ପରାମର୍ଶ ଦେଉଛନ୍ତି। ମାସ୍କ ବେପାରରେ ଅଧିକ ଲାଭ ଆଶା ରଖି ପୁଣେର ଜଣେ ଫାର୍ମାସିଷ୍ଟ ହସ୍ପିଟାଲରୁ ୩୫ ହଜାର ଟଙ୍କାର ମାସ୍କ ଚୋରି କରିଥିବା ଅଭିଯୋଗ ହୋଇଛି। କୋରେଗାଓ୍ବଁ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ତାଙ୍କଠାରୁ ମାସ୍କ, ଇଞ୍ଜେକଶନ୍‌ ଏବଂ କେତେକ ଔଷଧ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ରୁମକୁ ଡାକି ପୁରୁଷ ବନ୍ଧୁ…..

ଭୁବନେଶ୍ବର,୧୩ା୫ : ରାଜଧାନୀ ଭୁବନେଶ୍ବରରୁ ପୁଣି ଥରେ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ…

ସରକାରୀ ଓଜନ କଣ୍ଟାରେ ଲାଗିଲା ନିଆଁ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ନଥିପତ୍ର

କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼କାଳିମାଟିତଠାରେ ଥିବା ସରକାରୀ ଓଜନ କଣ୍ଟାରେ ବୁଧବାର ନିଆଁ ଲାଗିଯିବାରୁ ଏହା ଭିତରେ ଥିବା ବହୁ କାଗଜପତ୍ର ଓ…

ଭାରତର କେଉଁ ରାଜ୍ୟରେ ବେଶୀ ଖର୍ଚ୍ଚ ହୁଏ ପେଟ୍ରୋଲ? ଲିଷ୍ଟରେ ଓଡ଼ିଶାର ନାଁ ଜାଣିଲେ ହୋଇଯିବେ ତାଜୁବ!

ନୂଆଦିଲ୍ଲୀ,୧୩।୫: ବିଶ୍ୱ ସ୍ତରରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଯୋଗାଣ ଶୃଙ୍ଖଳରେ ବାଧା ମଧ୍ୟରେ, ଭାରତରେ ଏକ ସମ୍ଭାବ୍ୟ ଇନ୍ଧନ ସଙ୍କଟ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ…

ପଶ୍ଚିମବଙ୍ଗର କେଉଁ ଆସନ ଛାଡ଼ିଲେ, କେଉଁ ଆସନ ରଖିଲେ ନିଜେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ…

କୋଲକାତା,୧୩ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମ ଏବଂ ଭବାନୀପୁର ଉଭୟ ଆସନରେ ବିଜୟୀ ହୋଇଥିଲେ, ଯାହା ପରେ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ…

ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା…

ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…

କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍‌): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍‌ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ…

ଭୁବନେଶ୍ୱରରେ ଶେଷ ହେଉଛି ପେଟ୍ରୋଲ! ମନ୍ତ୍ରୀ କହିଲେ କାଲିଠୁ…

ଭୁବନେଶ୍ୱର,୧୩।୫: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅନ୍ତର୍ଜାତୀୟ ବଜାରରେ ବଢ଼ିବାରେ ଲାଗିଛି ଅଶୋଧିତ ତୈଳ ଦର । ଏହା ପ୍ରଭାବରେ ଭାରତରେ ତେଲ ସଂକଟ ଦେଖାଦେଲାଣି । ଓଡ଼ିଶାର…

ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…

ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri