କରୋନା ବଢ଼ାଇଛି ଚିନ୍ତା: ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୩ଟି କରୋନା ପଜିଟିଭ୍‌ ମାମଲା ଆସିଛି। ଏହାକୁ ଦୃଷ୍ଟିରେ ରଖି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଓ ଆର୍‌ଏମ୍‌ଆର୍‌ସି ବୈଜ୍ଞାନିକଙ୍କୁ ନେଇ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ ସର୍ଭେଲାନ୍ସ ଓ କଣ୍ଟେନ୍‌ମେଣ୍ଟ ଜୋନ୍‌ ଆଦି ତଦାରଖ କରିବ ବୋଲି ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ପ୍ରକାଶ ଯେ, ଜିଲାରେ ସୁରତ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିଛି। ୩ ଜଣ କରୋନା ପଜିଟିଭ୍‌ ମାମଲା ଆସିବା ପରେ ପ୍ରବାସୀଙ୍କ ଉପରେ ବିଶେଷ ଭାବେ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri