କରୋନା ଭାଇରସ୍‌କୁ ରୋକିବା ପାଇଁ ଚାଇନା ଗଲେ ରାକ୍ଷୀ ସାଓ୍ବନ୍ତ

ଚାଇନାରେ କରୋନା ଭାଇରସ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୯୦୦ ଟପିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। ଏହି ମାରାତ୍ମକ ଭାଇରସ୍‌ର ମୁକାବିଲା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଏସବୁ ଭିତରେ ବଲିଉଡ୍‌ର ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ କରୋନା ଭାଇରସ୍‌ ମୁକାବିଲା ପାଇଁ ଚାଇନାରେ ପହଞ୍ଚିଥିବା କହୁଛନ୍ତି ରାକ୍ଷୀ। ସେ ବିମାନରେ ବସିଥିବାବେଳେ ଏହି ଭିଡିଓ ଶୁଟ୍‌ କରିଛନ୍ତି। ଏହି ଭାଇରସ୍‌କୁ ରୋକିବା ପାଇଁ ନାସାରୁ ଏକ ସ୍ବତନ୍ତ୍ର ଔଷଧ ଆଣିଥିବା ସେ କହିଛନ୍ତି। ଭିଡିଓର ଶେଷ ଆଡକୁ ସେ ଚାଇନାରେ ପହଞ୍ଚି ଯାଇଥିବା କହୁଛନ୍ତି। ତେବେ ଏହା କେତେଦୂର ସତ୍ୟ ତାହା କେବଳ ରାକ୍ଷୀ ହିଁ କହିପାରିବେ। ପୂର୍ବରୁ ମଧ୍ୟ ନିଜ ବିବାହକୁ ନେଇ ଅନେକ ଭିଡିଓ ଶେୟାର କରି ରାକ୍ଷୀ ଚର୍ଚ୍ଚାରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri