କରୋନା ଭାଇରସରେ ପୀଡିତ ଇରାନ ଉପରାଷ୍ଟ୍ରପତି

ତେହେରାନ,୨୮।୨: ଚାଇନାରୁ ଆରମ୍ଭ ହୋଇଥିବା ମାହାମାରୀ କରୋନା ଭାଇରସ ଏବେ ସାରା ବିଶ୍ୱକୁ କାୟା ବିସ୍ତାର କରିବାରେ ଲାଗିଛି। ଏବେ ଇରାନର ଉପ ରାଷ୍ଟ୍ରପତି ମାସୁମେହ ଏବତେକାର କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଇରାନରେ କରୋନାରେ ପୀଡିତ ଥିବା ୭ ଅଧିକାରୀଙ୍କ ମଧ୍ୟରୁ ଉପରାଷ୍ଟ୍ରପତି ଅନ୍ୟତମ। ଏବେସୁଦ୍ଧା ସେଠାରେ କରୋନା ଭାଇରସ ସଂକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହାଇ ସାରିଲାଣି। ଇରାନରେ ଏବେ ସୁଦ୍ଧା ୨୪୫ ଜଣଙ୍କ ନିକଟରେ କରୋନା ଭାଇରସ ପଜିଟିଭ ଥିବା ଚିହ୍ନଟ କରାଯାଇଥିବା ବେଳେ ଆଗକୁ ଏହା ବୃଦ୍ଧି ଘଟିପାରେ ବୋଲି ଅନୁମାନ କରାଯାଇଛି। ସୂଚନାଯୋଗ୍ୟ, ଚାଇନାରେ ଏବେସୁଦ୍ଧା କରୋନା ଭାଇରସ ସଂକ୍ରମଣରେ ପ୍ରାୟ ୨,୭୧୫ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ୭୮ ହଜାରରରୁ ଊର୍ଦ୍ଧ୍ୱ ଲୋକ ଏଥିରେ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri