କରୋନା ଭାଇରସ୍‌ ପାଇଁ ଚାଇନା ଯାତ୍ରୀଙ୍କ ଭିଜା ଉପରେ କଟକଣା ଲଗାଇଲା ଶ୍ରୀଲଙ୍କା

କଲମ୍ବୋ,୨୮।୧: ସ୍ବାସ୍ଥ୍ୟ ଅଧିକାରୀଙ୍କ ଦ୍ୱାରା ଦେଶର ପ୍ରଥମ କରୋନା ଭାଇରସ୍‌ ଚିହ୍ନଟ ହେବାର ଗୋଟିଏ ଦିନ ପରେ ଶ୍ରୀଲଙ୍କା ଦୃଢ଼ ପଦକ୍ଷେପ ଗ୍ରହଣ କରିଛି। ଶ୍ରୀଲଙ୍କାକୁ ଆଗମନ କରୁଥିବା ଚାଇନା ଯାତ୍ରୀଙ୍କର ଭିଜା ନୀତି ଉପରେ ବର୍ତ୍ତମାନ କଟକଣା ଲଗାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋମବାର ଜଣେ ୪୦ ବର୍ଷୀୟ ଚାଇନା ମହିଳାଙ୍କ ଭିତରେ କରୋନା ଭାଇରସ୍‌କୁ ଚିହ୍ନଟ କରାଯାଇଥିଲା। ବିମାନ ବନ୍ଦରରୁ ବାହାରିବା ପରେ ଉକ୍ତ ମହିଳାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ଯାଞ୍ଚ ସମୟରେ ତାଙ୍କ ଭିତରେ ଭାଇରସ୍‌ ଥିବା ନେଇ ଜଣାପଡ଼ିଥିଲା ବୋଲି ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମୁଖ୍ୟ ଡାକ୍ତର ସୁଦଥ ସୁରାଓ୍ବିରା କହିଛନ୍ତି। ଏହାପରେ ତାଙ୍କୁ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କରୋନା ଭାଇରସ୍‌ର ପ୍ରଥମ ମାମଲା ଆସିବା ପରେ ଚାଇନା ନାଗରିକଙ୍କ ପାଇଁ ଦେଶକୁ ଆଗମନ ଭିଜା ନୀତି ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଶ୍ରୀଲଙ୍କାର ସ୍ବାସ୍ଥ୍ୟ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଏଣିକି ଚାଇନା ଯାତ୍ରୀ ଅନ୍‌ଲାଇନ୍‌ ଜରିଆରେ ନିଜର ଭିଜା ପାଇଁ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri