Posted inଖେଳ

କରୋନା ଭାଇରସ: ଇରାନୀ କପ୍‌ ସହ ସମସ୍ତ ଘରୋଇ ମ୍ୟାଚ୍‌ ସ୍ଥଗିତ

ମୁମ୍ବାଇ, ୧୫।୩(ପି.ଟି.)- କରୋନା ଭାଇରସ ସଂକ୍ରମଣ ତଥା ଆତଙ୍କ କାରଣରୁ ଭାରତୀୟ କ୍ରିକେଟେ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଇରାନୀ ଟ୍ରଫି ସମେତ ସବୁ ପ୍ରକାର ଘରୋଇ ମ୍ୟାଚକୁ ସ୍ଥଗିତ ରଖିଛି। ଇରାନୀ ଟ୍ରଫିରେ ରଣଜୀ ଚାମ୍ପିୟନ ସୌରାଷ୍ଟ୍ର ଓ ଅବଶିଷ୍ଟ ଭାରତ ପରସ୍ପରକୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଇରାନୀକୁ ବାଦ୍‌ ଦେଲେ ଭିଜ୍ଜି ଟ୍ରଫି, ସିନିୟର ମହିଳା ଦିନିକିଆ ନକ୍‌ଆଉଟ ଓ ସିନିୟର ମହିଳା ଦିନିକିଆ ଚ୍ୟାଲେଞ୍ଜର ଟୁର୍ନାମେଣ୍ଟକୁ ମଧ୍ୟ ସ୍ଥଗିତ ରଖାଯାଇଛି ବୋଲି ବିସିସିଆଇ ତରଫରୁ ସ୍ପଷ୍ଟ କରାଯାଇଛି।
ପରବର୍ତ୍ତୀ ନୋଟିସ ନ ହେବା ପର୍ଯ୍ୟନ୍ତ ଜୁନିୟର ମହିଳା ଟୁର୍ନାମେଣ୍ଟଗୁଡିକୁ ମଧ୍ୟ ସ୍ଥଗିତ ରଖାଯାଇଛି। ଏଥିରେ ୧୯ ବର୍ଷରୁ କମ୍‌ ଦିନିକିଆ ନକ୍‌ଆଉଟ, ୧୯ ବର୍ଷରୁ କମ୍‌ ଟି୨୦ ଲିଗ୍‌, ସୁପର ଲିଗ ଓ ନକ୍‌ଆଉଟ, ୧୯ ବର୍ଷରୁ କମ୍‌ ଟି୨୦ ଚ୍ୟାଲେଞ୍ଜର ଟ୍ରଫି, ୨୩ ବର୍ଷରୁ କମ୍‌ ନକ୍‌ଆଉଟ ଓ ୨୩ ବର୍ଷରୁ କମ୍‌ ଦିନିକିଆ ଚ୍ୟାଲେଞ୍ଜର ସାମିଲ ରହିଛି। ବିସିସିଆଇ ସମ୍ପାଦକ ଜୟ ଶାହାଙ୍କ ସ୍ବାକ୍ଷର ସମ୍ବଳିତ ଏ ସଂକ୍ରାନ୍ତରେ ବିସିସିଆଇ ତରଫରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri