କରୋନା ଭାଇରସ ଥିମ୍‌କୁ ନେଇ ରିଲଜ ହେବ ସଲମାନଙ୍କ ଗୀତ ‘ପ୍ୟାର କରୋନା’

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ କରୋନା ଭାଇରସ ଥିମ୍‌କୁ ନେଇ ଏକ ଗୀତ ରିଲିଜ କରିବେ ବୋଲି ସୂଚନା ଦେଇଛନ୍ତି। ୫୪ ବର୍ଷୀୟ ଏହି ଅଭିନେତା ଇନଷ୍ଟାଗ୍ରାମ ମାଧ୍ୟମରେ ଏହି ସୂଚନା ଦେବା ସହ ଗୀତର ଏକ ଟିଜର ମଧ୍ୟ ଶେୟାର କରିଛନ୍ତି। ଟିଜରର ଆରମ୍ଭରେ ସଲମାନ ପ୍ରଥମେ ସମସ୍ତଙ୍କୁ ନମସ୍କାର ଜଣାଇବା ସହ ସଲାମ କରୁଛନ୍ତି। ଏଥିରେ ମ୍ୟୁଜିକ ପ୍ଲେ ହେବା ପରେ ସଲମାନ ଗାଉଛନ୍ତି, ‘ପ୍ୟାର କରୋନା , ଏତିହାଦ କରୋନା’ (ସ୍ପ୍ରେଡ ଲଭ, ଷ୍ଟେ ୟୁନାଇଟେଡ)। ଗୋଟିଏ ଦିନ ପରେ ଏହା ରିଲିଜ୍‌ ହେବ ବୋଲି ସଲମାନ ସୂଚନା ଦେଇଛନ୍ତି। ଏହି ଗୀତକୁ ସାଜିଦ-ଓ୍ବାଜିଦ କମ୍ପୋଜ କରିଥିବା ବେଳେ ସଲମାନ ଓ ହୁସେନ ଦଲାଲ ଏହାକୁ ରଚନା କରିଛନ୍ତି। ଏହା ସଲମାନଙ୍କ ୟୁଟ୍ୟୁବ ଚ୍ୟାନେଲରେ ସୋମବାର ରିଲିଜ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?