Posted inଜାତୀୟ

କରୋନା ଭାଇରସ: ନଏଡ଼ାରେ ହୋଇପାରେ ୪ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲ

ନୂଆଦିଲ୍ଲୀ,୧୯।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ବୁଧବାର ସୁଦ୍ଧା ଭାରତରେ ୧୬୬ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ଦୃଷ୍ଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ନୋଏଡାରେ ୪୦୦ ଶଯ୍ୟା ବିଶିଷ୍ଟ ଏକ ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରାଯିବ ବୋଲି ଜଣାପଡିଛି। ଏବେ ନଏଡ଼ାରେ ୪ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢି ଚାଲିଛି। ଏବେ ଭାରତରେ କରୋନା ଷ୍ଟେଜ୍‌ ୨ରେ ଥିବା ବେଳେ ଆସନ୍ତା ୧୫ ଦିନ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି କୁହାଯାଉଛି। ଏହାକୁ ଷ୍ଟେଜ୍‌ ୩କୁ ନ ଯିବା ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ସବୁ ପ୍ରକାର ସଚେତନତା ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri