Posted inଜାତୀୟ

କରୋନା ଭାଇରସ: ବନ୍ଦ ହେଲା କୁତବ ମିନାର, ଲାଲକିଲ୍ଲା

ନୂଆଦିଲ୍ଲୀ,୧୭।୩: ଚାଇନା ପରେ ଏବେ ଠିକଣା ବଦଳାଇବା ମୁଡରେ ରହିଛି କରୋନା ଭଇରସ। ଏବେ ଏହାର ଠିକଣା ଇଟାଲି କୁହାଯାଉଥିବା ବେଳେ ବିଶ୍ୱର ପ୍ରାୟ ୧୪୫ ଦେଶରେ ପାଦ ରଖି ସାରିଲାଣି ଏହି ମାହାମାରୀ। ଭାରତରେ ଏବେ ପର୍ଯ୍ୟନ୍ତ ୧୨୮ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ଭାରତରେ ଏବେ ଏହା ଷ୍ଟେଜ ୨ରେ ଥିବା ବେଳେ କେନ୍ଦ୍ର ତଥା ରାଜ୍ୟ ସରକାରମାନଙ୍କ ପକ୍ଷରୁ ଏହାକୁ ଆଉ ଆଗକୁ ନ ବଢିବାକୁ ପ୍ରୟାସ ଜାରି ରହିଛି। ସୋମବାର ସୁଦ୍ଧା ଦେଶର ପ୍ରାୟ ସମସ୍ତ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ, ମଲ, ସିନେମା ହଲ, ପର୍ଯ୍ୟଟନ ସ୍ଥଳ, ଶୁଇମିଂ ପୁଲ ଆଦିକୁ ବନ୍ଦ କରାଯିବା ସହ ଭିଡ ନ ଜମାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ମଙ୍ଗଳବାର ଦିଲ୍ଲୀର ଐତିହାସିକ ସ୍ଥଳ କୁତବ ମିନାର ଓ ଲାଲକିଲ୍ଲାକୁ ବନ୍ଦ କରାଯାଇଥିବା ସୂଚନା ମିଳିଛି। ଏଠାରେ ଦେଶ ବିଦେଶର ବହୁ ପର୍ଯ୍ୟଟକ ରୁଣ୍ଡ ହେଉଥିବାରୁ ଏହାକୁ ବନ୍ଦ କରାଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?