Posted inଜାତୀୟ

କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଏସିଆନ ସିକ୍ୟୁରିଟି କନଫରେନ୍ସ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। ଏହାକୁ ନେଇ କେତେକ ଦେଶରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ପଡିଲାଣି। ସେହିପରି ରାଜଧାନୀ ଦିଲ୍ଲୀରେ ଆସନ୍ତା ୧୨-୧୩ ତାରିଖରେ ଆୟୋଜିତ ହେବାକୁ ଥିବା ୨୧ତମ ଏସିଆନ ସିକ୍ୟୁରିଟି କନଫରେନ୍ସକୁ ମଧ୍ୟ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କରୋନା ଭାଇରସରେ ଏବେ ବିଶ୍ୱର ପ୍ରାୟ ୮୨ ଦେଶ ପ୍ରଭାବିତ ହୋଇଥିବା ବେଳେ ଭାରତରେ ଏପର୍ଯ୍ୟନ୍ତ ପ୍ରାୟ ୨୯ ଜଣଙ୍କୁ ଚିହ୍ନଟ କରାଯାଇଥିବା କୁହାଯାଉଛି। କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଆଗକୁ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମ ଗୁଡିକୁ ବନ୍ଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri