କରୋନା ଭାଇରସ: ସାନିଟାଇଜରର ବହୁଳ ବ୍ୟବହାର ସ୍ବାସ୍ଥ୍ୟ ଲାଗି କ୍ଷତିକାରକ

ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି । ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ ଆରମ୍ଭରୁ ସ୍ବଚ୍ଛତା ଏବଂ ରକ୍ଷଣାବେକ୍ଷଣ ଉପରେ ପରାମର୍ଶ ଦେଉଛନ୍ତି। ସର୍ବାଧିକ ସଂକ୍ରମଣ ବିସ୍ତାର ହେବାର ଆଶଙ୍କା ହାତରେ ଥିବାରୁ ବାରମ୍ବାର ସାବୁନରେ ହାତ ଧୋଇବାକୁ ପରାମର୍ଶ ଦିଆଯାଉଛି। ତେବେ ସବୁ ସ୍ଥାନରେ ହାତ ଧୋଇବା ସମ୍ଭବ ନୁହେଁ। ବିଶେଷକରି କର୍ମକ୍ଷେତ୍ରରେ କିମ୍ବା ଯାତ୍ରା ସମୟରେ। ଏଭଳି ପରିସ୍ଥିତିରେ ଲୋକମାନେ ହ୍ୟାଣ୍ଡ ସାନିଟାଇଜର ବ୍ୟବହାର କରୁଛନ୍ତି। ମାତ୍ର ଏହାର ଅତ୍ୟଧିକ ବ୍ୟବହାର ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ।

ହ୍ୟାଣ୍ଡ ସାନିଟାଇଜରର ବ୍ୟବହାର ଆମ ହାତରୁ ଜୀବାଣୁ ସଫାକରି ପାପୁଲିରେ ଏକ ଛୋଟ ସୁଗନ୍ଧ ଛାଡ଼ିଥାଏ। ମାତ୍ର ଏହାର ଅଧିକ ବ୍ୟବହାର ସ୍ବାସ୍ଥ୍ୟ ପାଇଁ କିପରି କ୍ଷତିକାରକ ହୋଇଥାଏ ଜାଣନ୍ତୁ ସେ ବିଷୟରେ।

ହ୍ୟାଣ୍ଡ ସାନିଟାଇଜରରେ ଟ୍ରାଇକ୍ଲୋସାନ ନାମକ ଏକ ରାସାୟନିକ ପଦାର୍ଥ ଥାଏ । ଏହା ଚର୍ମକୁ ଶୁଷ୍କ କରିଥାଏ। ଏହାର ଅଧିକ ବ୍ୟବହାର ଦ୍ୱାରା ରାସାୟନିକ ପଦାର୍ଥ ରକ୍ତରେ ମିଶିଥାଏ। ପରେ ଏହା ମାଂସପେଶୀର ନିୟନ୍ତ୍ରଣକୁ କ୍ଷତି ପହଞ୍ଚାଏ।

 

ଏଥିରେ ବେନ୍‌ଜାଲକୋନିୟମ କ୍ଲୋରାଇଡ ମଧ୍ୟ ରହିଥାଏ। ଯାହା ହାତରେ ଜୀବାଣୁକୁ ବାହାର କରିଥାଏ। ମାତ୍ର ଏହାର ଅତ୍ୟଧିକ ବ୍ୟବହାର ଚର୍ମ ପାଇଁ ଭଲ ନୁହେଁ । ଏହାର ଅଧିକ ବ୍ୟବହାର ହାତ କୁଣ୍ଡେଇ ହେବା ଭଳି ସମସ୍ୟା ସୃଷ୍ଟି କରିଥାଏ।

ସୁଗନ୍ଧ ପାଇଁ ସାନିଟାଇଜରରେ ଫଥାଲେଟ୍ସ ନାମକ ଏକ ରାସାୟନିକ ପଦାର୍ଥ ବ୍ୟବହୃତ ହୁଏ। ଏହାର ଅଧିକ ବ୍ୟବହାର କ୍ଷତିକାରକ ହେବା ସହ ଅତ୍ୟଧିକ ସୁଗନ୍ଧିତ ସାନିଟାଇଜର ଯକୃତ୍‌, କିଡ୍‌ନୀ, ଫୁସ୍‌ଫୁସ୍‌ ଏବଂ ପ୍ରଜନନ ତନ୍ତ୍ର ଉପରେ ପ୍ରଭାବ ପକାଇଥାଏ।

ଅନେକ କମ୍ପାନୀର ସାନିଟାଇଜରରେ ମଦର ବ୍ୟବହାର କରାଯାଇଥାଏ। ଏଭଳି ସ୍ଥିତିରେ ଛୋଟପିଲାଙ୍କ ଏହାର ବ୍ୟବହାର କ୍ଷତି କାରକ ହୋଇଥାଏ। ଏହାକୁ ବ୍ୟବହାର କରି କିଛି ଖାଇବା ଫଳରେ ଏହା ପେଟକୁ ଯାଇଥାଏ । ଯାହା ରୋଗ ପ୍ରତିରୋଧକ ଶକ୍ତି ଉପରେ ଖରାପ ପ୍ରଭାବ ପକାଇଥା


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri