କରୋନା ଭୂତାଣୁ ସହିତ ବଞ୍ଚିବା ଶିଖିବାକୁ ପଡ଼ିବ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍‌ କରାଯାଇଛି। ସଂକ୍ରମଣ ରୋକିବା ଲାଗି ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ସରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ କରୋନା ଭୂତାଣୁ ଏତେ ଶୀଘ୍ର ଶେଷ ହେବନାହିଁ। ଏହା ସହିତ ବଞ୍ଚିବା ଶିଖିବାକୁ ପଡ଼ିବ ବୋଲି ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ସୂଚନା ଦେଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ୨ ଅବା ୩ ଗୁଣା ହେଲେ କିଭଳି ସ୍ଥିତିକୁ ନିୟନ୍ତ୍ରଣ କରାଯିବ ସେ ନେଇ ସରକାର ଯୋଜନା କରୁଥିବା ସେ କହିଛନ୍ତି। ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଲେ କରୋନା ଭୂତାଣୁର ଭୟ ରହିବ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

ବିକାଶ ଦୌଡ଼ରେ ଭାରତ ଓ ଚାଇନା

ବେଳେ ବେଳେ ମନରେ ପ୍ରଶ୍ନ ଆସେ, ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ଚାଇନା କିପରି ଏତେ ତୀବ୍ର ବିକାଶ କରିପାରୁଛି। ନିକଟରେ ସମ୍ପନ୍ନ ହୋଇଥିବା ବିଶ୍ୱ ହ୍ୟୁମାନଏଡ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?