Posted inଫୁରସତ

କରୋନା ଭୟରେ ଖୋଳ ଭିତରେ ପଶି ବୁଲୁଛନ୍ତି ଏହି ବ୍ୟକ୍ତି: ଭିଡିଓ ଭାଇରାଲ

କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଏବେ ପ୍ରାୟ ୧୪୫ ଦେଶକୁ ବ୍ୟାପି ସାରିଲାଣି। ଏବେ ଇଟାଲିରେ ସର୍ବାଧିକ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏପରିସ୍ଥଳେ ରୋମରୁ ଆସିଥିବା ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓରେ ଦେଖିବାକୁ ମିଳିଛି ଜଣେ ବ୍ୟକ୍ତି ଏକ ଖୋଳ ଭିତରେ ପଶି ବାହାରେ ବୁଲୁଛିନ୍ତି। ତାଙ୍କର କହିବା କଥା ହେଲା କରୋନା ଭାଇରସ ଏବେ ଦ୍ରୁତ ଗତିରେ ବ୍ୟାପୁଥିବାରୁ ତାଙ୍କୁ ଯେପରି କେହି ଛୁଇଁ ନ ପାରନ୍ତି ସେଥିପାଇଁ ସେ ଏହି ଖୋଳ ଭିତରେ ପଶି ଭ୍ରମଣ କରୁଛନ୍ତି। ଏହି ଭିଡିଓଟି ଲୋକଙ୍କୁ ବେଶ୍‌ ପସନ୍ଦ ଆସୁଛି। ଇଟାଲିରେ ଏବେ ଗୋଟିଏ ଦିନରେ ଶହ ଶହ ଲୋକ କରୋନା ଭାଇରସରେ ସଂକ୍ରମିତ ହେଉଥିବା ଖବର ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଭୋ ଭୋ ହୋଇ କାନ୍ଦିଲେ ଆନ୍ନା ହଜାରେ: ଅସୁସ୍ଥ ଥିବା ସତ୍ତ୍ୱେ..

ମୁମ୍ବାଇ,୨୩।୭:ବରିଷ୍ଠ ସମାଜସେବୀ ଆନ୍ନା ହଜାରେ ଏକ ନୀରବ ପ୍ରତିବାଦ ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ମହାରାଷ୍ଟ୍ରର ଶିରିଡିରେ ଏକ ନୀରବ ପ୍ରତିବାଦ ଆୟୋଜନ କରାଯାଇଥିଲା। ଦିଲ୍ଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri