କରୋନା ଭୟରେ ଘରେ ରହି ଗାଜର ହାଲଓ୍ବା ଖାଉଛନ୍ତି କରୀନା

ସାରା ବିଶ୍ୱ ଏବେ କରୋନା ଭୟରେ। ଏହାକୁ ନେଇ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ପ୍ରାୟ ସବୁ ଫିଲ୍ମ ଶୁଟିଂ ବନ୍ଦ ହୋଇଯାଇଛି। କଳାକାରମାନେ ଆଉ ଘରୁ ବାହାରକୁ ବାହାରୁ ନାହାନ୍ତି। ଅଭିନେତ୍ରୀ କରୀନା କପୁର ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହାନ୍ତି। ସେ ଆଉ ବାହାରକୁ ନ ବାହାରି ଘରେ ଆରାମ କରୁଛନ୍ତି। ଘରେ ସେ ନିଜ ମନ ପସନ୍ଦର ଖାଦ୍ୟ ଖାଇ ସମୟ ବିତାଉଛନ୍ତି। ନିକଟରେ ଗାଜର ହାଲଓ୍ବା ଖାଉଥିବାର ଏକ ଫଟୋ ସେ ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଛନ୍ତି। ଏଥିରେ କ୍ୟାପ୍‌ସନ୍‌ ଲେଖିଛନ୍ତି, ମିଠା ଆପଣଙ୍କ ପେଟକୁ ନୁହେଁ ହୃଦୟକୁ ଛୁଇଁବ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରେ ପୁଣି ମୁକ୍ତିଲାଭ କରିବ ଅକ୍ଷୟ କୁମାରଙ୍କ ‘ମୋହରା’, ଟକ୍କର ଦେବକି ରଣବୀର କପୁରଙ୍କ ‘ରାମାୟଣ’କୁ…

ମୁମ୍ବାଇ,୨୭।୧୦: ଏହି ଦୀପାବଳିରେ ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ରାମାୟଣ’ର ପ୍ରଥମ ଭାଗ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ବିଶାଳ ବଜେଟ ବିଶିଷ୍ଟ ପ୍ରୋଜେକ୍ଟଟି…

ବୈଭବଙ୍କୁ ନେଇ ଗମ୍ଭୀରଙ୍କ ସ୍ପେଶାଲ୍ ପ୍ଲାନ୍! ସଞ୍ଜୁଙ୍କ ସହ ଓପନିଂ…..

ନୂଆଦିଲ୍ଲୀ,୨୭ା୧୦: ତୃତୀୟ ଟି-୨୦ ମ୍ୟାଚ୍‌ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ପୁଣି ଚର୍ଚ୍ଚା ଜୋର୍‌ ଧରିଛି । ଇଶାନ କିଶନ ଏବେ ମଧ୍ୟ ଫିଟ୍‌…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ବଡ଼ ବିବାଦ: କପିଲ ଦେବ-ସୁନୀଲ ଗାଭାସ୍କରଙ୍କ ମଧ୍ୟରେ ୨୫ ବର୍ଷ ଧରି ସମ୍ପର୍କ ଥିଲା ଏମିତି

ନୂଆଦିଲ୍ଲୀ,୨୭।୧୦: ଯୁକ୍ତରାଷ୍ଟ୍ର ଆମେରିକା (USA) ଏବଂ ସୋଭିଏତ ୟୁନିଅନ (USSR) ମଧ୍ୟରେ ହୋଇଥିବା ‘ଶୀତଳ ଯୁଦ୍ଧ’ (Cold War) ବିଷୟରେ ସମସ୍ତେ ଅବଗତ ଅଛନ୍ତି। ଯଦିଓ ଏହି…

ଶାହରୁଖଙ୍କୁ ଝଟକା ଦେବାକୁ ପ୍ରସ୍ତୁତ ଗୁଜୁରାଟ! ଏହି ୩ ଖେଳାଳିଙ୍କୁ ଦଳରୁ ବାଦ ଦେଇପାରେ GT, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲୀ,୨୭।୧୦: IPL 2027 ନିଲାମ ପୂର୍ବରୁ ଗୁଜୁରାଟ ଟାଇଟାନ୍ସ ନିଜ ଦଳରେ ପରିବର୍ତ୍ତନ କରିପାରେ। ଆଗାମୀ ସିଜିନ ପାଇଁ ଦଳ ନିକଟରେ ଶକ୍ତିଶାଳୀ ଖେଳାଳି ଚୟନ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?