କରୋନା ଭୟ: ଓଏଚ୍‌ଆର୍‌ସିରେ ୩୧ ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ରେ ହେବାକୁ ଥିବା ଶୁଣାଣି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ। କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ କମିଶନ ଏହି ନିଷ୍ପତ୍ତି ନେଇଛନ୍ତି। ଶୁଣାଣି ସମୟରେ ସାଧାରଣତଃ କମିଶନଙ୍କ କାର୍ଯ୍ୟାଳୟରେ ଲୋକଙ୍କ ଗହଳି ହୋଇଥାଏ। ଭାଇରସ୍‌ ନ ବ୍ୟାପିବା ପାଇଁ ଗହଳି କିମ୍ବା ଭିଡ଼କୁ ସମ୍ପୂର୍ଣ୍ଣ ଏଡ଼ାଇବା ଲାଗି ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ତେଣୁ ଶୁଣାଣିକୁ ସ୍ଥଗିତ ରଖାଯାଇଥିବାରୁ କୌଣସି ପକ୍ଷ ଓଏଚ୍‌ଆର୍‌ସିକୁ ଆସିବାର ଆବଶ୍ୟକତା ନାହିଁ। ଯଦି ମାମଲା ଗୁରୁତ୍ୱପୂର୍ଣ୍ଣ ଥାଏ, ତେବେ ପକ୍ଷମାନେ କମିଶନଙ୍କ ନିକଟରେ ଇମେଲ କିମ୍ବା ଫାକ୍ସ ଯୋଗେ ପିଟିଶନ ଦାଖଲ କରିପାରିବେ ବୋଲି ଓଏଚ୍‌ଆର୍‌ସି ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri