କରୋନା ଭୟ: ହଳଦୀ ଚନ୍ଦନରେ ହୋଲି

ଢେଙ୍କାନାଳ ଅଫିସ୍, ୧୦ା୩- ଦ୍ରୁତ ଗତିରେ ବ୍ୟାପୁଥିବା କୋଭିଡ-୧୯ ବା କରୋନା ଭୂତାଣୁ ସଂକ୍ରମଣ ଭୟରେ ଢେଙ୍କାନାଳରେ ହୋଲି ପାଳନ ଫିକା ପଡିଥିବା ଦେଖିବାକୁ ମିଳିଛି। ଅନେକ ସ୍ଥାନରେ ଲୋକେ ଅବିରରେ ରଙ୍ଗ ଖେଳିଥତ୍ବାବେଳେ ହୋଲି ପାଳନରୁ ଅଧତ୍କାଂଶ ନିଜକୁ ଦୂରେଇ ରଖିଥିଲେ। ସହରର ଗୋପବନ୍ଧୁ ଟାଉନହଲଠାରେ ଜଗତ ଉଦ୍ଧାର ମଞ୍ଚ ପକ୍ଷରୁ ହଳଦୀ ଓ ଚନ୍ଦନ ଗୁଣ୍ଡରେ ହୋଲି ପାଳନ କରାଯାଇଥିବା ଦେଖିବାକୁ ମିଳିଥିଲା। ଏଥିସହ ବରା, ଦହିବରା, ଘୁଗୁନି ଓ ଲସି ପିଅ।ଇ ଲୋକେ ଏହି ଉତ୍ସବ ଉପଭୋଗ କରିଛନ୍ତି। ଜନଗହଳି ସ୍ଥାନକୁ ନ ଯିବା, ମୁହଁରେ ରଙ୍ଗ ନ ଲଗାଇବା, ବାହାର ଲୋକଙ୍କୁ ଆଲିଙ୍ଗନ ନ କରିବା, କେମିକାଲ ରଙ୍ଗରୁ ଦୂରେଇ ଫଗୁ, ଅବିରରେ ରଙ୍ଗ ଖେଳିବା ଆଦି ନେଇ ପୂର୍ବରୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା ବାର୍ତ୍ତା ମଧ୍ୟ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri