କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ଚାଇନା ପ୍ରତିପକ୍ଷ ଜି ଜିନ୍‌ପିଙ୍ଗ୍‌ ଏନେଇ ମୁହାଁମୁହିଁ ହୋଇଛନ୍ତି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଟେଡ୍ରୋସ୍‌ ଗେବ୍ରେୟେସିଏସ୍‌ କହିଛନ୍ତି ଯେ, ସାରା ପୃଥିବୀରେ କରୋନା ଆତଙ୍କ ସୃଷ୍ଟି କରିଥିବାବେଳେ ସଭିଏଁ ମିଳିତ ଭାବେ ଏହାର ମୁକାବିଲା ଲାଗି ଅଣ୍ଟା ଭିଡ଼ିବା ଆବଶ୍ୟକ। ଏଭଳିସ୍ଥଳେ କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ ରଖିବାକୁ ପଡ଼ିବ ବୋଲି ସେ ଆମେରିକା-ଚାଇନା ଉଦ୍ଦେଶ୍ୟରେ କହିଛନ୍ତି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ପକ୍ଷପାତିତା କରୁଥିବା ଆମେରିକା ମଧ୍ୟ ଅଭିଯୋଗ କରିଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଏବେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri