କରୋନା ମୁକାବିଲାରେ ସାମିଲ୍‌ ହେଲେ ଜୁକରବର୍ଗ

ଓ୍ବାଶିଂଟନ,୫।୩: କରୋନା ସଂକ୍ରମଣ ଇତି ମଧ୍ୟରେ ପୃଥିବୀର ୮୨ଟି ଦେଶକୁ ବ୍ୟାପଛି। କରୋନା ମୁକାବିଲା ପାଇଁ ବିଶ୍ୱବ୍ୟାଙ୍କ, ଗୁଗଲ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅଣ୍ଟା ଭିଡ଼ିଛନ୍ତି। ଏସବୁ ସଂଗଠନ ସହିତ ଫେସବୁକ୍‌ ପ୍ରତିଷ୍ଠାତା ଜୁକରବର୍ଗ ସାମିଲ୍‌ ହୋଇଛନ୍ତି। ସେ ଏସମ୍ପର୍କରେ ନିଜ ଫେସବୁକ୍‌ ଆକାଉଣ୍ଟରେ ସୂଚନା ଦେଇଛନ୍ତି। କରୋନା ସହିତ ମୁକାବିଲା ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ୧୨୦୦ କୋଟି ଡଲାର ସହାୟତା ପ୍ରଭାବିତ ରାଷ୍ଟ୍ରଙ୍କୁ ଯୋଗାଇ ଦିଆଯିବା ଲାଗି ଘୋଷଣା କରାଯାଇଛି। ଯେଭଳି ଶୀଘ୍ର ଅନୁଦାନ ସମ୍ପୃକ୍ତ ରାଷ୍ଟ୍ରଙ୍କୁ ମିଳି ପାରିବ ସେ ନେଇ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବିଶ୍ୱବ୍ୟାଙ୍କ ଅଧ୍ୟକ୍ଷ ଡେଭିଡ୍‌ ମଲପାସ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି,…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

ଭଡ଼ାଘରୁ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ଙ୍କ ମୃତଦେହ ଜବତ, ପାଟିରୁ ବାହାରିଛି ରକ୍ତ, ୨ ରୁମ୍‌ମେଟ୍‌ ଅଟକ

ରାଉରକେଲା,୨୧ା୨(ସଙ୍ଗୀତା ଜେନା): ଶନିବାର ରାଉରକେଲାର ସିଭିଲ ଟାଉନ୍‌ଶିପ୍‌ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ ଭାଗିରଥୀ ସାହୁଙ୍କ ମୃତଦେହ ଜବତ କରାଯାଇଛି, ଯାହା ସ୍ଥାନୀୟ ଅଞ୍ଚଳରେ…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ରାଜଧାନୀକୁ ପୁଣି ଦୋହଲାଇ ଦେବାକୁ ଟାର୍ଗେଟ କଲେଣି ଆତଙ୍କବାଦୀ, ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚନା ଦିଆଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri