କରୋନା ମୁକାବିଲା: ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଅବଧି ଶେଷ ହେବାକୁ ଆଉ ସପ୍ତାହେ ବାକି ରହିଛି। ଦୀର୍ଘ ୪୭ ଦିନ ଲକ୍‌ଡାଉନ ପରେ ମଧ୍ୟ ଦେଶର ବିଭିନ୍ନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ କରୋନା ମୁକାବିଲା ଓ ବର୍ତ୍ତମାନର କରୋନା ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅପରାହ୍ନ ୩ଟାରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରିବେ। କରୋନା ମୁକାବିଲା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ମୁଖ୍ୟମନ୍ତ୍ରୀଙ୍କ ସହିତ ୫ମ ଥର ଆଲୋଚନା କରିବାକୁ ଯାଉଛନ୍ତି। ତେବେ ଲକ୍‌ଡାଉନ ପରେ କରୋନା ମୁକାବିଲା ନେଇ କେନ୍ଦ୍ର ସରକାର କି ପଦକ୍ଷେପ ନେଉଛନ୍ତି ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି 

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ  ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri