କରୋନା ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ: ଗଞ୍ଜାମ ଜିଲାପାଳଙ୍କୁ ଫୋନକରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବହୁତ ଭଲ କାମ କରୁଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜିଲାପାଳଙ୍କୁ ଫୋନ୍‌ କରି ତାଙ୍କର ପ୍ରଶଂସା କରିଛନ୍ତି। ମଙ୍ଗଳବାର ଜିଲାପାଳ ଟୁଇଟକରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜ଼ିଲା ଟିମ୍‌ ବହୁତ ଭଲ କାମ କରୁଛି। କରୋନା ମୁକାବିଲା ପାଇଁ ଗଞ୍ଜାମ ଜ଼ିଲାପ୍ରଶାସନ ପକ୍ଷରୁ ପ୍ରଥମେ ଗଞ୍ଜାମ ଜ଼ିଲାରେ ୧୪୪ ଧାରା ଜାରି କରାଯାଇଥିବା ବେଳେ ପ୍ରତ୍ୟେହ ୧୯ ଘଣ୍ଟା ଆଂଶିକ ସଟ୍‌ଡାଉନ ଜାରି ହୋଇଥିଲା। ମାସ୍କ ନ ପିନ୍ଧିଲେ ଜରିମାନା ଆଦାୟ, ନୋ ମାସ୍କ ନୋ ରାସନ ଆଦିକୁ ଗଞ୍ଜାମ ଜ଼ିଲାପାଳ କାର୍ଯ୍ୟକାରୀ କରିଥିଲେ। ପରେ ଏ ସବୁ ରାଜ୍ୟରେ ଲାଗୁ ହୋଇଥିଲା। ଜିଲାର ୫୦୩ଟି ପଞ୍ଚାୟତରେ ଆଇସୋଲଶନ ସେଣ୍ଟର ପ୍ରତିଷ୍ଠାଠାରୁ ଆରମ୍ଭକରି ଜ଼ିଲାର ସମସ୍ତ ଘରକୁ ଯାଇ ସ୍ବାସ୍ଥ୍ୟାବସ୍ଥା ସର୍ଭେ, ଫ୍ଲୁ ଥିବା ବ୍ୟକ୍ତିଙ୍କ ଡାକ୍ତରୀ ଟିମ୍‌ ଦ୍ୱାରା ସ୍କ୍ରିନିଂ ଆଦି ରାଜ୍ୟରେ ପ୍ରଥମେ ଗଞ୍ଜାମ ଜିଲାପାଳ ଆରମ୍ଭ କରିଥିଲେ। ପୂର୍ବରୁ ଗଞ୍ଜାମରେ କୋଭିଡ ହସ୍ପିଟାଲ ଖୁବ୍‌ ଶୀଘ୍ର କାର୍ଯ୍ୟକ୍ଷମ କରିଥିବାରୁ ମୁଖ୍ୟମନ୍ତ୍ରୀ ଟୁଇଟକରି ଗଞ୍ଜାମ ଜ଼ିଲା ପ୍ରଶାସନକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri