କରୋନା ମୁକାବିଲା: ଘରକୁ ଯାଇ ୩୨.୩୬ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଜିଲା ପ୍ରଶାସନ ପକ୍ଷରୁ ଗଠିତ ଟିମ୍‌ ବର୍ତ୍ତମାନ ସୁଦ୍ଧା ଜିଲାର ୭ ଲକ୍ଷ ୬୫ ହଜାର ୮୪୨ ଘରକୁ ଯାଇ ସର୍ଭେକରି ୩୨ ଲକ୍ଷ ୩୬ ହଜାର ୪୦୩ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛି। ଯେଉଁମାନଙ୍କଠାରେ ଜ୍ୱର, କାଶ ଆଦି ଫ୍ଲୁ ଦେଖାଦେଉଛି ଡାକ୍ତରଙ୍କୁ ନେଇ ଗଠିତ ରାପିଡ଼ ରେସପନ୍ସ ଟିମ ଉକ୍ତ ଘରକୁ ଯାଇ ଚିକିତ୍ସା କରୁଛନ୍ତି। ଡିଆର୍‌ଡିଏ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ବର୍ତ୍ତମାନ ଜ଼ିଲାରେ ୬୦୨୯ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୧୦ ବିଦେଶ ଫେରନ୍ତା ହୋମ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ସୋମବାର ୫୧ଟି ଗାଡି ଜବତ କରାଯାଇଥିବାବେଳେ ମାସ୍କ ପିନ୍ଧି ନ ଥିବା ନେଇ ୧୦୮ ଜଣଙ୍କଠାରୁ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri