କରୋନା ମୁକାବିଲା: ଡେରାବିଶ ବ୍ଲକ ପ୍ରଶାସନର ତତ୍ପରତା

ଡେରାବିଶ, ୧୧।୪ (ସ୍ବ.ପ୍ର.)-ମହାମାରୀ କରୋନା ପାଇଁ ଡେରାବିଶ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶାନୁସାରେ ବ୍ଲକ ଅଧୀନ ୩୧,୬୭୦ ହିତାଧିକାରୀଙ୍କୁ ରାଶନ ସାମଗ୍ରୀ (୧୫, ୦୯୪ କୁଇଣ୍ଟାଲ ଚାଉଳ) ଓ ସମସ୍ତ ହିତାଧିକାରୀଙ୍କୁ ୧୦୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଏହାଛଡ଼ା ୨୬ଟି ପଞ୍ଚାୟତ ଅଧୀନ ୩,୫୮୧ ଜଣ ନିରାଶ୍ରୟଙ୍କୁ ମାଗଣା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ବ୍ଲକ ଅଧୀନ ୫,୫୬୦ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିବା ବିଡିଓ ଗୋପବନ୍ଧୁ ଭୋସାଗର ସୂଚନା ଦେଇଛନ୍ତି। ଏତଦ୍‌ବ୍ୟତୀତ ପଞ୍ଚାୟତସ୍ତରରେ କରାଯାଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ୧,୮୨୦ଟି ବେଡ୍‌ ପକାଯାଇ, ବିଦ୍ୟୁତୀକରଣ ଓ ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ସେହିପରି ପ୍ରତ୍ୟେକ ବଜାର ଓ ହାଟରେ ସାମାଜିକ ଦୂରତ୍ୱ ରକ୍ଷା ପାଇଁ ସ୍ଥାନୀୟ ପୋଲିସ ଓ ପ୍ରଶାସନ ପକ୍ଷରୁ ନଜର ରଖାଯାଉଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri