କରୋନା ମୁକାବିଲା ନେଇ ସଚେତନ କଲେ ଡାକ୍ତରୀ ଟିମ୍‌

ଲୋଇସିଂହା, ୧୭।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଆୟୁଷ ଡାକ୍ତରୀ ଟିମ ଶୁକ୍ରବାର ହୀରାପୁର ପଞ୍ଚାୟତ ଅଞ୍ଚଳ ବୁଲି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନତା କରିଥିଲେ। ଆୟୁଷ ଡା.ସଞ୍ଜୀବ ବିଶ୍ୱାଳ, ଡା. ମହାଶ୍ୱେତା ପଣ୍ଡା ଓ ଷ୍ଟାପ ହୀରାପୁର ପଞ୍ଚାୟତର ସଦର ଗାଁ, ବାରଡୋଲ ଓ ଗୋପାଳପୁର ଗସ୍ତ କରିଥିଲେ ା ଘରେ ପୃଥକାବାସରେ ଥିବା ୧୫ ଦାଦାନଙ୍କ ସୁବିଧା ଆସୁବିଧା ପଚାରି ବୁଝିଥିଲେ ା ଏତଦ୍‌ବ୍ୟତୀତ ବିନା ଲକ୍ଷଣରେ ଥିବା ବ୍ୟକ୍ତିଠାରୁ ସଂକ୍ରମଣର ଭୟାବହତା ସମ୍ପର୍କରେ ଜନସାଧାରଣକୁ ସଚେତନ କରିଥିଲେ ା ସମାଜିକ ଦୂରତା ଓ ହସ୍ତ ପ୍ରକ୍ଷାଳନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri