କରୋନା ମୁକାବିଲା ପାଇଁ ଭାରତର ସହଯୋଗ ଲୋଡ଼ିଲେ ଟ୍ରମ୍ପ୍‌

ୱାଶିଂଟନ,୫ ।୪: କରୋନା ସଂକ୍ରମଣ ଯୋଗୁ ଆମେରିକାର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି । ଏପରିସ୍ଥଳେ କରୋନା ମୁକାବିଲା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଭାରତ ସରକାରଙ୍କ ସହାୟତା ଲୋଡ଼ିଛନ୍ତି । ଇତିମଧ୍ୟରେ ଆମେରିକାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୮ ହଜାର ଟପିଛି । ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଟପିଛି । ଏଭଳି ସଙ୍କଟ ଜନକ ସ୍ଥ୍‌ିତିରେ ଆମେରିକା ଭାରତକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଟ୍ୟାବଲେଟ୍ ଯୋଗାଇବା ଲାଗି ଅନୁରୋଧ କରିଛି । ଏନେଇ ଟ୍ରମ୍ପ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସହାୟତା ପ୍ରଦାନ ଲାଗି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri