କରୋନା ମୁକାବିଲା ପାଇଁ ମାସ୍କ, ସାବୁନ ବଣ୍ଟନ

ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ସମ୍ବଲପୁର ବିଭିନ୍ନ ଅନୁଷ୍ଠାନ ଗୁଡିକ ସହଯୋଗର ହାତ ବଢ଼ାଇଛନ୍ତି । ଗ୍ରାମାଞ୍ଚଳରେ ମଧ୍ୟ ଏହା ଦେଖିବାକୁ ମିଳିଛି । ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଡଙ୍ଗାପାଲ ଗ୍ରାମର ଉତ୍ସବ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ମାସ୍କ ଓ ସାବୁନ ବଣ୍ଟନ କରିଛନ୍ତି । ଡଙ୍ଗାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଅନୁଷ୍ଠାନର କର୍ମକର୍ତ୍ତା ଯାଇ କରୋନା ସଚେତନତା ଲିଫଲେଟ ଘର କାନ୍ଥରେ ଲଗାଇଥିଲେ । ପରିବାରର ସଦସ୍ୟଙ୍କୁ ବାରମ୍ବାର ସାବୁନରେ ହାତ ଧୋଇବା, ଘରୁ ନ ବାହାରିବା, ଜ୍ୱର, କାସ ହେଲେ ଡାକ୍ତରଙ୍କ ପାଖକୁ ଯିବାକୁ ପରାମର୍ଶ ଦେଇଥିଲେ । ୫ଶହଟି ପରିବାରକୁ ସାବୁନ ଓ ମାସ୍କ ବଣ୍ଟନ କରିଥିଲେ । ଜୟନ୍ତ ପ୍ରଧାନ, ଓମ୍‌ପ୍ରକାଶ ବିଶ୍ୱାଳ, ଗୋଲକ ବିହାରୀ ପ୍ରଧାନ, ସିରାଜ ଅହମ୍ମଦ, ବିକାଶ ପ୍ରଧାନ ପ୍ରମୁଖ ଉପସ୍ଥିତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri