କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ଅଧିକାରୀ ନିଯୁକ୍ତ

ଶେରଗଡ,୧୩ା୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକରେ କରୋନା ମୁକାବିଲା ପାଇଁ ଜଣେ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି। ସେ ହେଲେ ଓଡ଼ିଶା ପ୍ରଶାସନିକ ସେବାର ଭୂବନ କୁମାର ଶତପଥୀ। ଶେରଗଡ ବିଡିଓ ସୁରଞ୍ଜନ କୁମାର ସାହୁ ଓ ତହସିଲଦାର ଦୟାସିନ୍ଧୁ ପରିଡାଙ୍କୁ ବ୍ଲକରେ କରୋନା ମୁକାବିଲାରେ ସହଯୋଗ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri