କରୋନା ମୁକାବିଲା: ପେଣ୍ଟିଂ ମାଧ୍ୟମରେ ଲୋକଙ୍କୁ କରାଯାଉଛି ସଚେତନ

କେନ୍ଦୁଝର, ୨୨।୪(ସ୍ବ.ପ୍ର.): କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରି ହୋଇଛି। ଏହା ସତ୍ତ୍ୱେ କେନ୍ଦୁଝର ସହରରେ ଲୋକଙ୍କ ଯାତାୟତ ବଢୁଛି। ଏ ନେଇ ପ୍ରଶାସନ ପକ୍ଷରୁ ଜନ ସଚେତନତା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। କେନ୍ଦୁଝର ପୌରପାଳିକା ପକ୍ଷରୁ ଭ୍ରାମ୍ୟମାଣ ଗାଡ଼ିରେ ବୁଲି ମାଇକ ଯୋଗେ ଘରୁ ନ ବାହାରିବା, ଜରୁରୀ ସମୟରେ ବାହାରିଲେ ମାସ୍କ ପିନ୍ଧିବା ଆଦି ଉପରେ ସଚେତନ କରାଯାଉଛି। ଲୋକେ ବାହାରେ ବୁଲୁଥିବାରୁ ପ୍ରମୁଖ ରାସ୍ତା, ଛକ ଆଦିରେ କୋଭିଡ-୧୯ ଉପରେ ସଚେତନତା ପେଣ୍ଟିଂ କରାଯାଇଛି। ଘରୁ ବାହାରିବା ସମୟରେ ମାସ୍କ ପିନ୍ଧିବା, ଘରେ ସବୁବେଳେ ହାତ ଧୋଇବା, ଜରୁରୀ ନ ଥିଲେ ଘରେ ରହିବା ଆଦି ପେଣ୍ଟିଂ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଛତ୍ରପୁର,୨୧।୭(ଦିଲ୍ଲୀପ ସାମଲ/ଦ୍ଵାରୀକା ପଟ୍ଟନାୟକ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣଅନୁଦାନ ମହାବିଦ୍ୟାଳୟରେ ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଦରମା…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….

ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ବିପଦ ସୃଷ୍ଟି କରୁଛି ମୁକୁଳା ଟ୍ରାନ୍ସଫର୍ମର: ଛାତ୍ରୀଛାତ୍ରଙ୍କ ପ୍ରତି ବିପଦ

ନୂଆପଡ଼ା,୨୧ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ରାସ୍ତା କଡରେ ବିପଦସଙ୍କୁଳ ଅବସ୍ଥାରେ ମୁକଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଥିବାରୁ ବିଭିନ୍ନ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri