କରୋନା ମୁକାବିଲା ପ୍ରସ୍ତୁତି: ଔଷଧ, ଷ୍ଟାଫ୍‌ ମାଗିଲା ଏସ୍‌ସିବି

କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍‌ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ ଓ ଷ୍ଟାଫ୍‌ ଯୋଗାଇ ଦେବାକୁ ଏସ୍‌ସିବି ମେଡିକାଲ ଅଧିକ୍ଷକଙ୍କ ପକ୍ଷରୁ ଶୁକ୍ରବାର ଡିଏମ୍‌ଇଟିଙ୍କୁ ଏକ ଚିଠି ଲେଖାଯାଇଛି। କରୋନା କିଟ୍‌, ମାସ୍କ, ଥର୍ମୋ ସେନ୍‌ସର ଆଦି ଯନ୍ତ୍ରାଂଶ ପାଇଁ ମଧ୍ୟ ଉକ୍ତ ଚିଠିରେ ମଗାଯାଇଛି। ଏଥିସହ ୨୭ ଷ୍ଟାଫ୍‌ ନର୍ସ, ୪ ଫାର୍ମାସିଷ୍ଟ, ୧୨ ଗ୍ରୁପ୍‌୍‌ ଡି, ୪ ସୁରକ୍ଷା କର୍ମୀ ଆବଶ୍ୟକ ଥିବା ଏସ୍‌ସିବି ଅଧିକ୍ଷକ ଦର୍ଶାଇଛନ୍ତି। ବିଶେଷକରି ଔଷଧ ଓ ଷ୍ଟାଫ୍‌ ତୁରନ୍ତ ଯୋଗାଇ ଦେବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri