କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଦିନକର ଦରମା ଦେଲେ ସମବାୟ ବ୍ୟାଙ୍କ କର୍ମଚାରୀ

ବରଗଡ଼ ଅଫିସ୍‌,୮।୪: କରୋନା ମୁକାବିଲା ଲାଗି ସହାୟତାର ହାତ ବଢ଼ାଇଛନ୍ତି ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କର କର୍ମଚାରୀବୃନ୍ଦ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦିନକର ଦରମା ପ୍ରଦାନ କରିଛନ୍ତି । ଏ ନେଇ ୨ଲକ୍ଷ ୬୮ହଜାର ୯୨୫ ଟଙ୍କାର ଏକ ଚେକ୍‌ ବରଗଡ଼ର ଲିଡ୍‌ବ୍ୟାଙ୍କ ମ୍ୟାନେଜର ସୀତାରାମ ମେହେରଙ୍କୁ ପ୍ରଦାନ କରାଯାଇଛି । ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କର ଡିଜିଏମ୍‌ ରମେଶ ଚନ୍ଦ୍ର ଆଚାର୍ଯ୍ୟ, ସମବାୟ କର୍ମଚାରୀ ସଂଘର ସମ୍ପାଦକ ନରେଶ ଶତପଥୀ ପ୍ରମୁଖ ଚେକ୍‌ ପ୍ରଦାନ ସମୟରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri