କରୋନା ମୁକାବିଲା ଲାଗି ଛେଣ୍ଡିପଦା ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଛେଣ୍ଡିପଦା,୮ା୫(ସ୍ବ.ପ୍ର.) : ସାମ୍ପ୍ରତିକ ପରିସ୍ଥିତିରେ କରୋନା ସଂକ୍ରମଣ ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଥିବା ବେଳେ ଲୋକଙ୍କ ମନରେ ସଚେତନତା ଓ କୋଭିଡ-୧୯ ନିୟମକୁ ମାନି ଚଳିବା ପାଇଁ ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝିଙ୍କ ନେତୃତ୍ୱରେ ଶୁକ୍ରବାର ଛେଣ୍ଡିପଦା ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଏହି ଫ୍ଲାଗ ମାର୍ଚ୍ଚ ବାଗଡିଆ ଧର୍ମଶାଳାଠାରୁ ଆରମ୍ଭ ହୋଇ ବାଗଡିଆ ବଜାର, ବସଷ୍ଟାଣ୍ଡ ଛକ, ଖମାର ବଜାର ଓ ଖମାର ମନ୍ଦିର ଛକରେ ସମାପ୍ତ ହୋଇଥିଲା। ଏହି ଫ୍ଲାଗ୍‌ମାର୍ଚ୍ଚ ୩ କିମି ପର୍ଯ୍ୟନ୍ତ କରାଯିବା ସହିତ ଡାକବାଜି ଯନ୍ତ୍ର ସାହାଯ୍ୟରେ କୋଭିଡ ନିୟମ ମାନି ଚଳିବା ପାଇଁ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା। ଏହି କର୍ଯ୍ୟକ୍ରମରେ ଛେଣ୍ଡିପଦା ଥାନା ଏସ୍‌ଆଇ ପ୍ରତାପ ଚନ୍ଦ୍ର ଦଳେଇ,ଏଏସ୍‌ଆଇ ରମେଶ ପ୍ରଧାନ, ହରିହର ପ୍ରଧାନ,ବାଗଡିଆ ଫାଣ୍ଡି ଅଧିକାରୀ ଏସ୍‌ଆଇ ଅବଦୁଲ ୱାସିମ୍‌ ଖାନଙ୍କ ସମେତ ୪୦ରୁ ଊଦ୍ଧର୍‌ବ ଅଧିକାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri