କରୋନା ମୁକାବିଲା ଲାଗି ବ୍ୟାପକ କାର୍ଯ୍ୟକ୍ରମ

କେନ୍ଦୁଝର, ୨୭ା୩(ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ କେନ୍ଦୁଝରଗଡ ପୌରପାଳିକା ତରଫରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସହରକୁ ସମ୍ପୂର୍ଣ୍ଣ ପରିମଳ ରଖିବା ସହ ବିଭିନ୍ନ ସ୍ଥାନରେ ବ୍ଲିଚିଂ ପାଉଡର ପକାଇବା, ଡିଡିଟି ସିଞ୍ଚନ, ଡ୍ରେନଗୁଡିକର ସ୍ବତନ୍ତ୍ର ସଫେଇ କରାଯାଉଥିବା ବେଳେ ଲୋକଙ୍କ ସୁବିଧା ପାଇଁ ପରିବା ମାର୍କେଟରେ ବ୍ୟବସ୍ଥା କରାଯାଇଛି ା କୃଷକ ବଜାର,ରାସପଡିଆ ଡେଲି ମାର୍କେଟ ଓ ପୁରୁଣା ବଜାର ରଥ ସମ୍ମୁଖରେ ପରିବା ବିକ୍ରି ପାଇଁ ସ୍ବତନ୍ତ୍ର ଜୋନ କରାଯାଇ ନିରାପଦ ଦୂରତାରେ ଯେପରି ଲୋକମାନେ ପରିବା କିଣିବେ ସେଥିପ୍ରତି ପଦକ୍ଷେପ ନିଆଯାଇଛି ା କୃଷକ ବଜାର ଓ ରାସପଡିଆ ଡେଲି ମାର୍କେଟରେ ବାରିକେଡ ବ୍ୟବସ୍ଥା କରାଯାଇ କେବଳ ଜଣେ ବ୍ୟକ୍ତି ଯାତାୟାତ କରିବା ସହ ଭିଡ କମାଇବା ପାଇଁ ପଦକ୍ଷେପ ନିଆଯାଇଛି ା ଲୋକମାନଙ୍କୁ ଘରୁ ନ ବାହାରିବା ପାଇଁ ମାଇକ ଯୋଗେ ପ୍ରଚାର କରାଯିବା ସହ ଅତ୍ୟାବଶ୍ୟକ ସୂଚନା ପ୍ରଦାନ କରାଯାଉଛି ା ଏକ ସଚେତନତା ରଥ ମଧ୍ୟ ସହର ପରିକ୍ରମା କରୁଛି ା ନିର୍ବାହୀ ଅଧିକାରୀ ମଧୁସ୍ମିତା ସାମନ୍ତରାୟଙ୍କ ନିର୍ଦ୍ଦେଶକ୍ରମେ ସ୍ବଚ୍ଛ ସାଥୀ, ପରିମଳ ସହାୟକ, ପରିମଳ ନିରୀକ୍ଷକ ଓ ଓ ଅନ୍ୟାନ କର୍ମଚାରୀ ମୁଖ୍ୟମନ୍ତ୍ରୀଙ୍କ ଘୋଷିତ ‘ମୋ ଜୀବନ’ ଶପଥପାଠ କରାଉଛନ୍ତି ା କେନ୍ଦୁଝରଗଡ ନିର୍ବାହୀ ଅଧିକାରୀ ଡଃ ସାମନ୍ତରାୟଙ୍କ ବ୍ୟତୀତ ସହାୟକ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ବେହେରା, ସହକାରୀ ଯନ୍ତ୍ରୀ ସଂଗ୍ରାମ କେଶରୀ ବେହେରା, କନିଷ୍ଠଯନ୍ତ୍ରୀ ଶୁଭ୍ରାଂଶୁ ଦାସ, ଦୁର୍ଗା ମାହାଲି, ପ୍ରଦୀପ କୁମାର ପଣ୍ଡା, ପରିମଳ ନିରୀକ୍ଷକ ବାଲ୍ୟମୁକୁନ୍ଦ ମିଶ୍ର ଓ ଅନ୍ୟ କର୍ମଚାରୀ ସକ୍ରିୟ ଅଂଶଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri