କଟକ ରୋଡ୍,୯।୪(ଡି.ଏନ୍.ଏ.): ମହାମାରୀ କରୋନା ମୁକାବିଲା ପାଇଁ ଭୁବନେଶ୍ୱର ଝାରପଡ଼ା ହାଟ ବଣିକ ସଂଘ ପକ୍ଷରୁ ଗୁରୁବାର ୫୧,୫୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏହା ପ୍ରଦାନ କରାଯାଇଥିବା ସୂଚନା ମିଳିଛି। ବଣିକ ସଂଘ ସଭାପତି ସୁରେଶ ଚନ୍ଦ୍ର ଜେନା, ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ସଞ୍ଜୀବ ମିଶ୍ର ପ୍ରମୁଖ ଏହି ସମୟରେ ଉପସ୍ଥିତ ଥିଲେ। ତେବେ ମହାମାରୀ ସମୟରେ ଅସହାୟଙ୍କୁ ରନ୍ଧାଖାଦ୍ୟ ସହ ପୋଲିସ ଏବଂ କରୋନା ଯୋଦ୍ଧାଙ୍କୁ ଖାଦ୍ୟ ବଣ୍ଠନ କାର୍ଯ୍ୟ ଝାରପଡ଼ା ହାଟ ବଣିକ ସଂଘ ପକ୍ଷରୁ ଜାରି ରହିବ ବୋଲି ସଭାପତି ଜେନା ସୂଚନା ଦେଇଛନ୍ତି।
କରୋନା ମୁକାବିଲା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଝାରପଡ଼ା ବଣିକ ସଂଘ ପକ୍ଷରୁ ୫୧ ହଜାର ଟଙ୍କା ପ୍ରଦାନ
ଭୁବନେଶ୍ବରରେ ଚାଞ୍ଚଲ୍ୟ; ସ୍ତ୍ରୀ ଚରିତ୍ରକୁ ସନ୍ଦେହ କଲେ ସ୍ବାମୀ, ଝଗଡା ପରେ ଛୁରି ଭୁଷିଦେଲେ
ଭୁବନେଶ୍ୱର,୧୬।୪(ତ୍ରିନାଥ ମହାନ୍ତି): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଛୁରୀ ମାଡ଼ କରିଛନ୍ତି । ଫଳରେ ସ୍ତ୍ରୀ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି…
Business Eminence Awards 2026: ଉଦ୍ୟୋଗିତା ସମାଜକୁ ସାହାଯ୍ୟ କରିବାର ମାଧ୍ୟମ
ଜଗଦମ୍ବା ପଲିମର୍ସ ଲିମିଟେଡ୍ର ମ୍ୟାନେଜିଂ ଡାଇରେକ୍ଟର ଚନ୍ଦ୍ର ପ୍ରକାଶ ଭରତ୍ତିଆ ଜଣେ ପ୍ରଥମ ପିଢ଼ିର ଉଦ୍ୟୋଗୀ। ୪ ଦଶକରୁ ଅଧିକ ଓଡ଼ିଶାରେ ବ୍ୟବସାୟ ଚଳାଇଆସୁଛନ୍ତିି। ଜଗଦମ୍ବା ପଲିମର୍ସ…
ଓଏଏସ୍ ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୧୭।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…
ପଲଟି ମାରିଲେ ନବୀନ: ଦିନକ ଭିତରେ ବଦଳିଗଲା ମତ, ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୧୭ା୪(ସୁନିତ୍ ମିଶ୍ର):କେନ୍ଦ୍ର ସରକାର ଦେଶରେ ଲାଗୁ କରାଇବାକୁ ଚାହୁଁଥିବା ଜାତୀୟ ମହିଳା ସଂରକ୍ଷଣ ବିଲ୍ ଏବଂ ସୀମା ପୁନଃ ନିର୍ଦ୍ଧାରଣ ବିଲ୍ ୨୦୨୬କୁ ନେଇ ଓଡ଼ିଶାର ବିରୋଧୀ…
ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ଧରାପଡ଼ିଲେ ନାବାଳିକା
ପୁରୀ,୧୭ା୪(ଅଜିତ୍ କୁମାର ମହାନ୍ତି):ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ଗୁରୁବାର ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍ ଦ୍ୱାରା ଭିଡିଓ ଏବଂ ଫଟୋ ଉତ୍ତୋଳନ କରୁଥିବାବେଳେ…
ଜାତୀୟ ମହିଳା ସଂରକ୍ଷଣ ବିଲ୍କୁ ବିଜେଡିର ସମର୍ଥନ
ଭୁବନେଶ୍ୱର,୧୬ା୪(ସୁନିତ୍ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି
ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…
ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା
ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…
Archives

