କରୋନା ମୁକାବିଲା: ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୫ ଲକ୍ଷ ଦେଲେ ନୀଳଗିରି ବିଧାୟକ

ସଜନାଗଡ଼, ୭।୪( ଡି.ଏନ୍‌.ଏ): ମହାମାରୀ କରୋନା ମୁକାବିଲା ଲାଗି ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ.ସୁକାନ୍ତ କୁମାର ନାୟକ ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୩ ଲକ୍ଷ ଟଙ୍କା ଦାନ କରିଛନ୍ତି। ନୀଳଗିରି ଉପଖଣ୍ଡ ସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ ଲକ୍ଷ ଟଙ୍କା ଦେଇଥିବା ବେଳେ ବ୍ରହ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଦେଢ ଲକ୍ଷ, ଇଶ୍ବରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଦେଢ଼ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଏହି ଅର୍ଥରେ ୩ ସ୍ବାସ୍ଥ୍ୟ କେନ୍ଦ୍ରର ରୋଗୀ ଓ କର୍ମଚାରୀଙ୍କ ନିମନ୍ତେ ବିଭିନ୍ନ ଉପକରଣ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି।
ପ୍ରକାଶ ଥାଉକି, ବିଧାୟକ ନାୟକ ଏହା ପୂର୍ବରୁ ତାଙ୍କ ହାତ ପାଣ୍ଠିରୁ ନୀଳଗିରି ଅନ୍ତର୍ଗତ ବଣଭୂଇଁ ଆଶ୍ରମ ସ୍କୁଲ ପରିସରରେ ଏକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ୨ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ। ଏଥିସହ ତାଙ୍କର ଦୁଇମାସର ବେତନ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?