କରୋନା ମୃତ୍ୟୁ ସଂଖ୍ୟା ୧୩୨ରେ ପହଞ୍ଚିଲା: ବୁହାନରେ ୫୦୦ ଭାରତୀୟ ସୁରକ୍ଷିତ; ଜାନୁୟାରୀ ୩୧ରେ ହୋଇପାରନ୍ତି ଏୟାରଲିଫ୍ଟ୍‌

ନୂଆଦିଲ୍ଲୀ/ବେଜିଂ, ୨୯।୧: ଚାଇନାର ବୁହାନରେ କରୋନା ଭୁତାଣୁ ସଂକ୍ରମଣରେ ଇତିମଧ୍ୟରେ ୧୩୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାଦ୍ୱାରା ୬ ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ସ୍ତାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ଥିବା ୫୦୦ ଭାରତୀୟ ସୁରକ୍ଷିତ ଥିବା ଭାରତ ସରକାରଙ୍କ ପକ୍ଷରୁ କୁହାଯାଇଛି। ସେମାନଙ୍କୁ ଜାନୁୟାରୀ ୩୧ରେ ଏୟାରଲିଫ୍ଟ୍‌ କରାଯିବାର ସମ୍ଭାବନା ରହିଛି। ଏୟାର ଇଣ୍ଡିଆର ବୋଇଙ୍ଗ୍‌ ୭୪୭ ବିମାନକୁ ଏହି କାର୍ଯ୍ୟରେ ନିୟୋଜିତ କରାଯିବ ବୋଲି କୁହାଯାଉଛି। ଚାଇନାରେ କରୋନା ଭୁତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ପ୍ରଥମ ଭାରତୀୟ ମହିଳା ପ୍ରୀତି ମାହେଶ୍ୱରୀଙ୍କ ସ୍ବାସ୍ଥ୍ୟରେ ଇତିମଧ୍ୟରେ ସୁଧାର ଆସିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚାଇନାର ୩୧ଟି ପ୍ରଦେଶରେ କରୋନା ଭୁତାଣୁ ଆତଙ୍କ ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri