Posted inଜାତୀୟ

କରୋନା ମୃତ୍ୟୁ ସଂଖ୍ୟା ୩୦୦ ଟପିଲା: ୨୪ ଘଣ୍ଟାରେ ୪୫ ଜଣ ମୃତ

ନୂଆଦିଲ୍ଲୀ,୨।୨: ଚାଇନାର ବୁହାନରେ କରୋନା ମହାମାରୀ ରୂପ ନେଇଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୦୪ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୪୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଚାଇନା ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି କରୋନା ସଂକ୍ରମଣଙ୍କ ସଂଖ୍ୟା ୧୨ ହଜାର ଟପିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏନେଇ ଜରୁରୀକାଳୀନ ପରିସ୍ଥିତି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri