କରୋନା ଯୋଗୁ ଆମେରିକା ଅର୍ଥନୀତିରେ ସଙ୍କଟ: ୩୦୦,୦୦୦ କୋଟି ଡଲାରର ଋଣ ଆବଶ୍ୟକ

ଓ୍ବାଶିଂଟନ,୫।୫: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ସେହିପରି ଦେଶର ଅର୍ଥନୀତିରେ ସଙ୍କଟ ସୃଷ୍ଟି ହୋଇଛି। ବିଗୁଡୁଥିବା ଅର୍ଥନୀତିରେ ସୁଧାର ଆଣିବା ପାଇଁ ଆମେରିକା ୩୦୦,୦୦୦ କୋଟି ଡଲାରର ଋଣ ଆବଶ୍ୟକ କରୁଛି ବୋଲି କୁହାଯାଉଛି। ଦ୍ୱିତୀୟ ତ୍ରୟମାସରେ ଏହି ରେକର୍ଡ ପରିମାଣର ଋଣ ଆମେରିକା ଲୋଡ଼ିବାର ଯଥେଷ୍ଟ ସମ୍ଭାବନା ରହିଛି। ଏହି ଋଣ ଅର୍ଥରେ ଆମେରିକାର ସ୍ବାସ୍ଥ୍ୟ ସେବାକୁ ବିକଶିତ କରାଯିବା ସହିତ ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ତେବେ ଏତେ ପରିମାଣର ଋଣ ନେବା ଦେଶର ଅର୍ଥନୀତି ପାଇଁ ଅନୁକୂଳ ନୁହେଁ ବୋଲି ଅର୍ଥଶାସ୍ତ୍ରୀ ମତପୋଷଣ କରିଛନ୍ତି। ସୂଚନାଯୋଗ୍ୟ,୨୦୧୯ରେ ଆମେରିକା ୧୨୮,୦୦୦ କୋଟି ଡଲାର ଋଣ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri