କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ପାଇଁ ସମବେତ ଗାନ କଲେ ‘ବନ୍ଦେ ଉତ୍କଳ ଜନନୀ’

ଚମ୍ପୁଆ, ୩୦।୫ (ଡି.ଏନ.ଏ)-ଚମ୍ପୁଆ ଗାନ୍ଧୀ ଛକଠାରେ ଉପଜିଲାପାଳ ପ୍ରତାପ ପ୍ରିତିମୟଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନରେ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ସମବେତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହିତ ସଫେଇ କର୍ମଚାରୀଙ୍କୁ ନିଷ୍ଠାପର ସେବା ପାଇଁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା କରାଯାଇଛି। ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କରୋନା ଯୁଧ୍ୟରେ ଅନବରତ ସେବା ଯୋଗାଇଥିବା ବିଭିନ୍ନ ବର୍ଗର କର୍ମଚାରୀ ମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ କରୋନା ଯୁଦ୍ଧରେ ନିଃସ୍ବାର୍ଥପର ସେବା ଯୋଗାଇ ନିଜ କର୍ତ୍ତବ୍ୟରେ ପରିଚୟ ସୃଷ୍ଟି କରିଥିବା ବ୍ୟକ୍ତି ମାନଙ୍କର ପ୍ରଚେଷ୍ଟା ଆଜି ଓଡିଶାରେ କରୋନା ଭୟାବହତାକୁ ବହୁ ପରିମାଣରେ କମ କରି ପାରୁଥିବାରୁ ଏହା ତାଙ୍କ ପାଇଁ ଉଚିତ ସମ୍ମାନ ବୋଲି ପରିଚୟ ଦେଇଥିବା ଜଣାଯାଇଛି। ଏହି ପରିପ୍ରେକ୍ଷୀରେ ଚମ୍ପୁଆ ଉପଜିଲାପାଳଙ୍କ ସମେତ ଏସ୍‌ଡିଏମ୍‌ଓ ଉମାକାନ୍ତ ସାହୁ, ଆଇଆଇସି ମନୋରଞ୍ଜନ ପ୍ରଧାନ, ତହସିଲଦାର ଆଲୋକ କୁମାର ପଟେଲ, ସୂଚନା ଲୋକ ସମ୍ପର୍କ ଅଧିକାରୀ ଜୟନ୍ତ କୁମାର ନାଏକ, ଚମ୍ପୁଆ ବିଡିଓ ନୁପୁର ଚାନ୍ଦଗୋଟିଆ, ଏନ୍‌ଏସି ଅଧ୍ୟକ୍ଷା ଗୀତାରାଣୀ ନାଏକ, ଉପାଧ୍ୟକ୍ଷ ମାନଶ ରଞ୍ଜନ ପଶାୟତ, ଗଣମାଧ୍ୟମ ପ୍ରତିନିଧି, ବ୍ୟବସାୟ ସଂଘ, ବୁଦ୍ଧିଜୀବୀ ସମେତ ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ଚମ୍ପୁଆ ଅଞ୍ଚଳର ବହୁ ଜନସାଧାରଣ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହିପରି ବିଭିନ୍ନ ସ୍ଥାନରେ ଏହି ସମବେତ ବନ୍ଦନା ଗାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri