କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ମୁକାବିଲାରେ ନିଜକୁ ସମର୍ପିତ କରିଥିବା ଅଧିକାରୀମାନଙ୍କୁ ମଙ୍ଗଳବାର ଆୟୁଷ୍ମାନ ଏବଂ ସୁନ୍ଦର ଓଡିଶାର ମିଳିତ ଆନୁକୂଲ୍ୟରେ ସମ୍ବର୍ଦ୍ଧିତ କରାଯାଇଛି ା ସଙ୍ଗଠନର ସଦସ୍ୟମାନେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ଖଇରା ଥାନା ଆଇଆଇସି ସୁବ୍ରତ କୁମାର ବେହେରା, ତହସିଲଦାର ପ୍ରଦୀପ କୁମାର ସାହୁଙ୍କୁ ସେମାନଙ୍କ କାର୍ଯ୍ୟାଳୟରେ ଭେଟି ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରିବା ସହିତ କରୋନା ଯୋଦ୍ଧା ସମ୍ମାନରେ ସମ୍ମାନିତ କରିଥିଲେ। ଫାଉଣ୍ଡେଶନର ସଦସ୍ୟ ପ୍ରଦୀପ ଦାସ, ଆଲୋକ ପଣ୍ଡା, ଗୀତିରଞ୍ଜନ ବେହେରା, ମୁକ୍ତି ବାରିକ, ଆରାଧନା ଶଂଖୁଆ, ସୋନୁ ଦାସ, ଉତ୍ତମ ଦାସ, ଜ୍ୟୋତିରଞ୍ଜନ ପାଢୀ, ଅକ୍ଷୟ ଜେନା, କମଳାକାନ୍ତ ଦାସ, ହେମନ୍ତ ଦାସ, ଦୀପକ ଦାସ, ସୁବାସ ବାରିକ, ଲକ୍ଷ୍ମୀଧର ବାରକ, ମହେନ୍ଦ୍ର ବେଜ, ସଞ୍ଜୟ ନାୟକ, ଶଶୀକାନ୍ତ ନାୟକ, ତପନ ଦାସ, ଧର୍ମେନ୍ଦ୍ର ନାୟକ, ସରୋଜ ପାତ୍ର, ବିରଞ୍ଚି ନାରାୟଣ ନାୟକ, ଅକ୍ଷୟ ବିଶ୍ୱାଳ ପ୍ରମୁଖ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ପାଇପ୍‌ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ

ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri