Posted inଜାତୀୟ

ଅଦୃଶ୍ୟ କରୋନା ଭୂତାଣୁ, ଅଜେୟ କରୋନା ଯୋଦ୍ଧା: ମୋଦି

ନୂଆଦିଲ୍ଲୀ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କର୍ନାଟକର ରାଜୀବ ଗାନ୍ଧୀ ଯୁନିଭର୍ସିଟି ଅଫ୍‌ ହେଲ୍‌ଥ ସାଇନସେସ୍‌ର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ କହିଛନ୍ତି, ଆଗଧାଡିର କରୋନା ଯୋଦ୍ଧା କୁହାଯାଉଥିବା ଡାକ୍ତର, ନର୍ସ ଓ ପରିମଳ କର୍ମଚାରୀଙ୍କ ଉପରେ ହେଉଥିବା ହିଂସା ଗ୍ରହଣଯୋଗ୍ୟ ନୁହେଁ। ଏହାସହ ମୋଦି କହିଛନ୍ତି ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏବେ ସବୁଠାରୁ ବଡ ସଙ୍କଟ ବିଶ୍ୱରେ ଦେଖାଯାଇଛି। ଯେମିତି ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ବିଶ୍ୱର ଚିତ୍ର ବଦଳି ଯାଇଥିଲା ଠିକ୍‌ ସେମିତି କରୋନା ସଂକ୍ରମଣ ପରେ ବିଶ୍ୱ ସମ୍ପୂର୍ଣ୍ଣ ଭାବେ ବଦଳି ଯାଇଛି। ବିଗତ ୬ ବର୍ଷ ଭିତରେ ଭାରତ ସ୍ବାସ୍ଥ୍ୟ କ୍ଷେତ୍ରରେ ବଡ ବଡ ନିଷ୍ପତ୍ତି ନେଇଛି। ଆଜି ଆୟୁଷ୍ମାନ ଭାରତ ଯୋଜନାରେ ଦେଶର ପ୍ରାୟ ଏକ କୋଟିରୁ ଅଧିକ ଲୋକ ଉପକୃତ ହେଉଛନ୍ତି। କରୋନା ଭାଇରସ ଆଖିକୁ ଦେଖାଯାଉ ନାହିଁ। ହେଲେ ଏହି ସଂକମ୍ରଣରୁ ଦେଶକୁ ବଞ୍ଚାଇବାକୁ ସ୍ବାସ୍ଥ୍ୟକର୍ମୀ ସେନା ଭଳି କାମ କରୁଛନ୍ତି। ତେଣୁ ଅଦୃଶ୍ୟ କରୋନା ଭୂତାଣୁକୁ ହରାଇବାକୁ ଏହି ଆଗଧାଡିର ଯୋଦ୍ଧାଙ୍କ କାର୍ଯ୍ୟ ବାସ୍ତବରେ ପ୍ରଶଂସନୀୟ। ଆଜି ବିଶ୍ୱର ନଜର ଭାରତର ଡାକ୍ତରଙ୍କ ଉପରେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri