କରୋନା ଯୋଦ୍ଧା ସମ୍ମାନିତ

ଯୋଡା,୧୩ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡାଠାରେ କରୋନା ମହାମାରୀ ସମୟରେ ଯୋଦ୍ଧା ରୂପେ ଜନସାଧାରଣଙ୍କୁ ସେବା ଯୋଗାଉଥିବା ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ, ପୋଲିସ ଓ ସଫେଇ କର୍ମଚାରୀଙ୍କୁ ମଙ୍ଗଳବାର ସେନଟ ଜୋହନ ଆମ୍ବୁଲାନ୍ସ ଓ ଟାଟାଷ୍ଟିଲ ଯୋଡା ବ୍ରିଗେଡ୍‌ ପକ୍ଷରୁ ସମ୍ମାନିତ କରାଯାଇଛି। କମାରଯୋଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଯୋଡା କେନ୍ଦ୍ରୀୟ ଚିକିସତ୍ାଳୟ, ସମସ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ ଓ ସଫେଇ କର୍ମଚାରୀ ଏବଂ ଯୋଡା ଥାନାରେ କାର୍ଯ୍ୟରତ ସମସ୍ତ ପୋଲିସ ଅଧିକାରୀ, କର୍ମଚାରୀମାନଙ୍କୁ ସେନଟ ଜୋହନ ଆମ୍ବୁଲାନ୍ସ ପକ୍ଷରୁ ଉତ୍ତରୀୟ ସହ ସାନିଟାଇଜର ଓ ମାସ୍କ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା ା ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ସେନଟ ଜୋହନ ଆମ୍ବୁଲାନ୍ସର ସମ୍ପାଦକ ସନତ କୁମାର ପଟ୍ଟନାୟକ, ଟାଟାଷ୍ଟିଲ ଯୋଡା ମୁଖ୍ୟ ରାଜେଶ କୁମାର, ଟାଟାଷ୍ଟିଲ ଫେରୋଆଲଏଜ୍‌ ପ୍ଲାଣ୍ଟର ମୁଖ୍ୟ ଗଣେଶ ପ୍ରସାଦ ସାହୁ ଉପସ୍ଥିତ ରହି ଏହି ଯୋଦ୍ଧାମାନଙ୍କୁ ସମ୍ମାନିତ କରିଥିଲେ ା କାର୍ଯ୍ୟକ୍ରମରେ ଯୋଡା ବ୍ରିଗେଡ୍‌ର ଡିଭିଜନାଲ କମାଣ୍ଡର ପି. ଭେଙ୍କେଟେରାଓ,ସୁପିଲ କୁମାର ସାମଲ, ଆମ୍ବୁଲାନ୍ସ ଅଫିସର ସଞ୍ଜୟ ମହାନ୍ତି, ସରୋଜକାନ୍ତ ସାହୁ ଓ ସମାଜିକକର୍ମୀ ସରୋଜ କୁମାର ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri