କରୋନା ‘ରାଜ୍ୟ ବିପର୍ଯ୍ୟୟ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବଢ଼ି ଚାଲିଥିବା ବେଳେ ଭାରତରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ରୋଗକୁ ନେଇ ସମସ୍ତଙ୍କୁ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଉଛି। ଏହି କ୍ରମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ କରୋନା ମୁକାବିଲାକୁ ନେଇ ବିବୃତି ରଖି ଏହାକୁ ‘ରାଜ୍ୟ ବିପର୍ଯ୍ୟୟ’ ଭାବେ ଘୋଷଣା କରାଯାଇଛି। ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା ସେ କହିଛନ୍ତି।

ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ୨୦୦ କୋଟି ଟଙ୍କାର ପାଣ୍ଠି ରଖିଛନ୍ତି। ଏଥିଲାଗି ଆବଶ୍ୟକ ଔଷଧ, ସରଞ୍ଜାମ ମହଜୁଦ ରଖିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମୁକାବିଲା ପାଇଁ ମନ୍ତ୍ରୀସ୍ତରୀୟ ଓ ସଚିବସ୍ତରୀୟ କମିଟି ଗଠନ ହେବ। ମିଶନ ମୋଡରେ କରୋନା ମୁକାବିଲା କରାଯିବ। ସମସ୍ତେ ମୁକାବିଲା ପାଇଁ ପ୍ରସ୍ତୁତ ରହିବା, ଭୟଭୀତ ହେବା ନାହିଁ। ବାହାରେ ପାନଛେପ ପକାନ୍ତୁ ନାହିଁ। ଘରେ ରହିବା ସହ ଯଥାସମ୍ଭବ ଗହଳିସ୍ଥାନରୁ ଦୂରେଇ ରୁହନ୍ତୁ। ଆବଶ୍ୟକ ମୁତାବକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri