କରୋନା ଲଢେଇ ପାଇଁ ସହାୟତା

ସୋହେଲା,୨୩ା୪(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ ପେଟୁପାଲି ସରପଞ୍ଚ ଘୋଷାମଣୀ ବାଗ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିକୁ ୧୦ହଜାର ଟଙ୍କାର ଚେକ୍‌ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ପ୍ରଦାନ କରିଛନ୍ତି ା ସେହିପରି ସୋହେଲା ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ସୋହେଲା ତରଫରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୧ହଜାର ଟଙ୍କା ପ୍ରଦାନ କରାଯାଇଥିବା ସଂଘର ସମ୍ପାଦକ ଗୌତମ ପଧାନ ଏବଂ ଟଙ୍କଧର ଝାଙ୍କର ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri