କରୋନା: ଶାରଳା ପୀଠରେ ସତର୍କତା

ତିର୍ତ୍ତୋଲ, ୧୭।୩ (ଡି.ଏନ୍‌.ଏ.): ତିର୍ତ୍ତୋଲ ବ୍ଲକ କନକପୁରସ୍ଥିତ ଶାରଳା ମନ୍ଦିରରେ କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ମନ୍ଦିର ମୁଖ୍ୟଦ୍ୱାର ଦେଇ କେବଳ ଶ୍ରଦ୍ଧାଳୁଙ୍କ ପ୍ରବେଶ ପାଇଁ ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ମନ୍ଦିର ପରିସରରେ କିପରି ଶ୍ରଦ୍ଧାଳୁମାନେ ଏକାଠି ନ ହେବେ ସେ ଦିଗରେ ଦୃଷ୍ଟି ଦିଆଯାଉଛି। ଗୋଟିଏ ସ୍ଥାନରେ ୪ରୁ ଅଧିକ ଶ୍ରଦ୍ଧାଳୁ ଏକତ୍ର ହୋଇ ନ ବସିବା ପାଇଁ ମଧ୍ୟ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି ବୋଲି ପରିଚାଳନା କମିଟି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri