କରୋନା ସଂକ୍ରମଣ ଆଶଙ୍କା, କନ୍‌ଭେନସନ୍‌ ହଲ୍‌ରେ ହେବ ବିଧାନସଭା କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୭।୩(ବ୍ୟୁରୋ):  କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟକୁ ସ୍ଥାନାନ୍ତର କରାଯିବ। ଲୋକସେବା ଭବନ କନ୍‌ଭେନସନ୍‌ ହଲ୍‌ରେ ଏହି କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ ଦିବସ କନ୍‌ଭେନସନ୍‌ ହଲ୍‌ରେ ହେବ ବୋଲି ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ବାଚସ୍ପତି କହିଛନ୍ତି, ତୃତୀୟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ବିଧାନସଭାର ଜଣେ କର୍ମଚାରୀ ଆସିଛନ୍ତି। ଏଥିଯୋଗୁ ବିଧାନସଭାର ସମସ୍ତ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯିବ। ଏହାଛଡ଼ା ବିଧାନସଭା କୋଠାକୁ ସଂକ୍ରମଣମୁକ୍ତ କରାଯିବାର ଆବଶ୍ୟକତା ରହିଛି। ସେଥିଲାଗି ବିଧାନସଭା କୋଠାରେ ବିଧାନସଭା ଅଧିବେଶନ ନ କରିବାକୁ ନିଷ୍ପତ୍ତି ନିଆଯାଇଛି। କନ୍‌ଭେନସନ୍‌ ହଲ୍‌ରେ ୨ ମିଟର ବ୍ୟବଧାନରେ ବିଧାୟକମାନେ ବସିବେ। କେତେ ବିଧାୟକ ବିଧାନସଭା ଆସିବେ ସେନେଇ ଦଳୀୟ ନେତାମାନଙ୍କୁ କୁହାଯାଇଛି। ସେମାନଙ୍କ ୩୦% ବିଧାୟକଙ୍କୁ ବିଧାନସଭାକୁ ଆଣିବାକୁ କୁହାଯାଇଛି। ବ୍ୟୟମଞ୍ଜୁରୀ ବିଲ୍‌ ପାରିତ ପାଇଁ କେବଳ ୩୦ ତାରିଖରେ ବିଧାନସଭା ବସିବ। ଏଣୁ ରାସ୍ତାରେ କୌଣସି ବିଧାୟକଙ୍କୁ ନ ଅଟକାଇବାକୁ ଜିଲାପାଳ, ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri