କରୋନା ସଂକ୍ରମଣ: କେନ୍ଦ୍ରୀୟ ବିଦ୍ୟାଳୟର ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ବିନା ପରୀକ୍ଷାରେ ପାସ୍‌

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମସ୍ତ ସ୍କୁଲ ବନ୍ଦ ରହିଥିବାରୁ ପରୀକ୍ଷା କରିବା ଅସମ୍ଭବ। ତେଣୁ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିନା ପରୀକ୍ଷା ପାସ୍‌ କରାଇବା ଲାଗି ନିଷ୍ପତ୍ତିି ଗ୍ରହଣ କରାଯାଇଛି। ମାଗଣା ଏବଂ ଅନିବାର୍ଯ୍ୟ ଶିକ୍ଷା ଆଇନ-୨୦୦୯ ଅନ୍ତର୍ଗତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି। ୨୦୧୯-୨୦ ଶିକ୍ଷାବର୍ଷର ୮ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ଉପର ଶ୍ରେଣୀକୁ ପାସ୍‌ କରାଯାଇଥିବା ସଂଗଠନ ପକ୍ଷରୁ କୁହାଯାଇଛି। ଏନେଇ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଯୁଗ୍ମ କମିଶନର ଡ. ଇ. ପ୍ରଭାକର ଦେଶର ସମସ୍ତ କ୍ଷେତ୍ରୀୟ କାର୍ଯ୍ୟାଳୟର ଡେପୁଟି କମିଶନରଙ୍କୁ ନିର୍ଦ୍ଦେଶ ଜାରି କରିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri