କରୋନା ସଂକ୍ରମଣ: ଜୁନ୍‌ ଶେଷ ବେଳକୁ ରାଜଧାନୀରେ ସ୍ଥିତି ହେବ ଅଣାୟତ!

ନୂଆଦିଲ୍ଲୀ,୭।୬: କରୋନା ସଂକ୍ରମଣ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ବେଳକୁ ବେଳ ସ୍ଥିତି ଅଣାୟତ ହେବାରେ ଲାଗିଛି। ମହାରାଷ୍ଟ୍ର ଓ ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ ସଂକ୍ରମିତଙ୍କ ସଂଖ୍ୟାରେ ବହୁ ପରିମାଣରେ ବୃଦ୍ଧି ଘଟୁଛି। ଏହାକୁ ଦେଖିବା ପରେ ଅନୁମାନ କରାଯାଉଛି କି ଜୁନ୍‌ ମାସ ଶେଷ ବେଳକୁ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଯାଇପାରେ। ଏକଥା କହୁଛି ଦିଲ୍ଲୀ ସରକାରଙ୍କଦ୍ୱାରା ଗଠନ କରାଯାଇଥିବା କୋଭିଡ-୧୯ କମିଟି। ତେଣୁ ଏହାକୁ ନଜରରେ ରଖି ଏହି କମିଟି ଦିଲ୍ଲୀ ସରକାରଙ୍କୁ ଆଉ ୧୫,୦୦୦ ବେଡ୍‌ ପ୍ରସ୍ତୁତ ରଖିବାକୁ କହିଛନ୍ତି। ନ୍ୟୁଜ ଏଜେନ୍ସି ଏଏନ୍‌ଆଇର ଏକ ରିପୋର୍ଟରେ ମଧ୍ୟ କୁହାଯାଇଛି ୧୫ ଜୁଲାଇ ବେଳକୁ ରାଜଧାନୀ ଦିଲ୍ଲୀରେ ୪୨,୦୦୦ ବେଡ୍‌ର ଆବଶ୍ୟକତା ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri